Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡାବୁ ଗାଁ ବ୍ଳକରେ ଦିବ୍ୟାଙ୍ଗ ଉପକରଣ ବାଣ୍ଟିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଆଜିର ଖବର

ଡାବୁ ଗାଁ ବ୍ଳକରେ ଦିବ୍ୟାଙ୍ଗ ଉପକରଣ ବାଣ୍ଟିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

April 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ଡାବୁ ଗାଁ ବ୍ଳକରେ ଦିବ୍ୟାଙ୍ଗ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଛି। ଆକାଂକ୍ଷୀ ବ୍ଳକ ଡାବୁ ଗାଁ ବ୍ଳକ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାମାଜିକ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଲୋକସଭା ସାଂସଦ ବଳଭଦ୍ର ମାଝୀ, ବିଧାୟକ ମନୋହର ରନ୍ଧାରୀ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ।

ଏଏଲଏମସିଆଇ (Artificial Limb manufacturing corporation of India) ପକ୍ଷରୁ ନିର୍ମିତ ଉପକରଣ ବଣ୍ଟନ କରାଯାଇଥିଲା। ୮୦ ପ୍ରତିଶତ ଅଧିକ ଦିବ୍ୟାଙ୍ଗ ଥିବା ବ୍ୟାଟେରୀ ଚାଳିତ ହ୍ଵିଲ ଚେୟାର, ଦୃଷ୍ଟି ବାଧିତଙ୍କ ପାଇଁ ସ୍ମାର୍ଟ ଫୋନ, ମାନସିକ ଭିନ୍ନକ୍ଷମ ଶିଶୁଙ୍କ ପାଇଁ Teaching and Learning material Kit, ସ୍ୱତନ୍ତ୍ର କୋମଡ଼ ଚେୟାର ଓ ଟ୍ରାଇ ସାଇକେଲ, ହ୍ଵିଲ ଚେୟାର, ୱାକିଙ୍ଗ ଷ୍ଟିକ ପ୍ରଦାନ କରାଯାଇଛି।

ଭାରତ ଓ ରାଜ୍ୟ ସରକାର ଦିବ୍ୟାଙ୍ଗ ଜନ ଙ୍କ ପାଇଁ ଅନେକ ଯୋଜନା ପ୍ରଣୟନ କରିଥିବା ବେଳେ ଅନ୍ତୋଦୟ ଗୃହ ଯୋଜନା ରେ ରାଜ୍ୟ ସରକାର ଙ୍କ ପକ୍ଷରୁ ଦିବ୍ୟାଙ୍ଗ ଜନ ଙ୍କୁ ଗୃହ ଯୋଗାଇବା ଏକ ଲୋକାଭିମୁଖୀ ଯୋଜନା। କରାଯାଇଛି। ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମଙ୍କ ଭତ୍ତା ଟଙ୍କା ବୃଦ୍ଧି କରାଯାଇ ୩୫୦୦ ଟଙ୍କା କରାଯାଇଥିବା ମନ୍ତ୍ରୀ ଶ୍ରୀ ଗଣ୍ଡ ସୂଚନା ଦେଇଛନ୍ତି।

ନବରଙ୍ଗପୁର ଜିଲ୍ଲା ନିତ୍ୟାନନ୍ଦ ଗଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

September 9, 2025

ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

September 9, 2025

ବିଜେଡିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଏନ ଭାସ୍କର ରାଓ, ଗଠନ କଲେ ଏକ ନୂଆ ମଞ୍ଚ

September 9, 2025

ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ‘ନବଦୀକ୍ଷା’ କାର୍ଯ୍ୟକ୍ରମରେ ବାଚସ୍ପତି

September 9, 2025
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

September 9, 2025

ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

September 9, 2025

ବିଜେଡିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଏନ ଭାସ୍କର ରାଓ, ଗଠନ କଲେ ଏକ ନୂଆ ମଞ୍ଚ

September 9, 2025

ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ‘ନବଦୀକ୍ଷା’ କାର୍ଯ୍ୟକ୍ରମରେ ବାଚସ୍ପତି

September 9, 2025

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ, ଆଦୌ କରନ୍ତୁ ନାହିଁ ଅଣଦେଖା

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.