Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇରେ 26 ପ୍ରତିଶତ କମ୍‌ ବର୍ଷା : 5 ଦିନ ଧରି ଲଗାଣ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା
ଆଜିର ଖବର

ଜୁଲାଇରେ 26 ପ୍ରତିଶତ କମ୍‌ ବର୍ଷା : 5 ଦିନ ଧରି ଲଗାଣ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା

July 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଓଡ଼ିଶା ଦକ୍ଷିଣ ଉପକୂଳକୁ ଲାଗି ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଲଘୁଚାପର ରୂପ ନେଇଛି । ଫଳରେ ଆସନ୍ତା 4ରୁ 5 ଦିନ ଧରି ଓଡ଼ିଶାର ଅଧିକାଂଶ ସ୍ଥାନରେ ରେ ପ୍ରବଳ ବର୍ଷା ଲାଗି ରହିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଓଡ଼ିଶାରେ ମୈାସୁମୀ ଓ ଲଘୁଚାପ ପ୍ରଭାବରେ ସ୍ୱଭାବିକ ଠାରୁ କମ ପରିମାଣର ବର୍ଷା ହୋଇଛି । ପୂର୍ବ ବର୍ଷ ଅପେକ୍ଷା ଏଥର 26 ପ୍ରତିଶତ କମ ବର୍ଷା ହୋଇଛି । ଫଳରେ ଚାଷଜମିରେ ମରୁଡ଼ିସ୍ଥିତି ଦେଖା ଦେଲାଣି । ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ସାଇକେତଲାନିକ ସରକ୍ୟୁଲେସନ ଦ୍ୱାରା ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଗୋପାଳପୁରରେ ସର୍ବାଧିକ 93 ମିମି ବର୍ଷା ରେକର୍ଡ଼ କରାଯାଇଛି । ଚଳିତ ଥର ଜୁନରେ ମୈସୁମୀ ଛୁଇଁଥିଲେ ମଧ୍ୟ ଜୁଲାଇ ମାସ ଯାଏଁ ବର୍ଷା ପରିମାଣ କମ ରହିଛି କିନ୍ତୁ ଆଗକୁ ବର୍ଷା ସ୍ୱଭାବିକ ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳ ରାଜ୍ୟପାଳଙ୍କ ସହ ମତବିନିମୟ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 12, 2026

ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଘାଟିତ: ଶିକ୍ଷାରେ ନବଚେତନାର ସ୍ପନ୍ଦନ

February 12, 2026

ଆସନ୍ତାକାଲି ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଓ ୨’ ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 12, 2026

ଦଳର ଲକ୍ଷ୍ୟ କ’ଣ?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ବଡ ବୟାନ

February 12, 2026
Latest News

କେରଳ ରାଜ୍ୟପାଳଙ୍କ ସହ ମତବିନିମୟ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 12, 2026

ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଘାଟିତ: ଶିକ୍ଷାରେ ନବଚେତନାର ସ୍ପନ୍ଦନ

February 12, 2026

ଆସନ୍ତାକାଲି ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଓ ୨’ ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 12, 2026

ଦଳର ଲକ୍ଷ୍ୟ କ’ଣ?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ବଡ ବୟାନ

February 12, 2026

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.