Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହାଙ୍ଗା ଭତ୍ତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଆଜିର ଖବର

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହାଙ୍ଗା ଭତ୍ତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

April 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
DA
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହାଙ୍ଗା ଭତ୍ତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

da ମହାଙ୍ଗା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.