Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନ ବିଶ୍ବବିଦ୍ୟାଳୟ ପରିସରରେ ବିସ୍ଫୋରଣ : 2 ମୃତ, 10 ଆହତ
ଆଜିର ଖବର

ଆଫଗାନିସ୍ତାନ ବିଶ୍ବବିଦ୍ୟାଳୟ ପରିସରରେ ବିସ୍ଫୋରଣ : 2 ମୃତ, 10 ଆହତ

July 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶୁକ୍ରବାର ଆଫଗାନିସ୍ତାନ ବିଶ୍ବବିଦ୍ୟାଳୟ ପରିସରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 2ଜଣଙ୍କରା ମୃତ୍ୟୁ ଘଟିଥିବା ବେଳେ 10 ଜଣ ଆହତ ହୋଇଛନ୍ତି । କାବୁଲରେ ଅବସ୍ଥାପିତ ଏହି ବିଶ୍ବବିଦ୍ୟାଳୟ ପରିସରରେ ଛାତ୍ର ମାନେ ପରୀକ୍ଷା ଦେବା ନିମନ୍ତେ ଧାଡିରେ ଛିଡା ହୋଇଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା । ଆଇଡି ବିସ୍ଫୋରଣ ଘଟିଥିବା ନେଇ ସୁରକ୍ଷା ବଳଙ୍କ ପକ୍ଷରୁ ଅନୁମାନ ଲଗାଯାଇଛି । ସମସ୍ତ ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଓ୍ବାହିଦ୍‌ ମେୟର୍‌ ସୂଚନା ଦେଇଛନ୍ତି । କୌଣସି ଆତଙ୍କୀ ସଙ୍ଗଠନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିନାହାନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026
Latest News

ଟି-୨୦ ବିଶ୍ୱକପରୁ ବିଦା ହେଲା ବାଂଲାଦେଶ?: ଭାରତରେ ଖେଳିବାକୁ ମନା କଲା ପଡୋଶୀ ଦେଶ

January 22, 2026

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.