Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ ଆଲବମ ‘ତୋ ପାଖରେ ମନ ହଜେଇ’ର ହେଲା ଅଡ଼ିଓ ରିଲିଜ
ଆଜିର ଖବର

ଓଡ଼ିଆ ଆଲବମ ‘ତୋ ପାଖରେ ମନ ହଜେଇ’ର ହେଲା ଅଡ଼ିଓ ରିଲିଜ

April 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୋ ପାଖରେ ମନ ହଜେଇ
ଓଡ଼ିଆ ଆଲବମ ‘ତୋ ପାଖରେ ମନ ହଜେଇ’ର ହେଲା ଅଡ଼ିଓ ରିଲିଜ

ଭୁବନେଶ୍ୱର: ମା’ ସୁନଦେଇ ପ୍ରଡକ୍ସନ ଓ ବି.କେ କ୍ରିଏସନ ଓଡ଼ିଆ ତରଫରୁ ଭୁବନେଶ୍ୱର ଆଇଆରସି ଭିଲେଜସ୍ଥିତ ଡି ବ୍ରେକ କାଫେରେ ଏକ ସୁନ୍ଦର ଓଡ଼ିଆ ଆଧୁନିକ ଆଲବମ୍ ‘ତୋ ପାଖରେ ମନ ହଜେଇ’ର ଅଡ଼ିଓ ରିଲିଜି ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଏବଂ ପ୍ରଯୋଜକ ବିବେକାନନ୍ଦ ବାରିକ, ପ୍ରଭାତୀ ବାରିକ, ଗାୟକ ସ୍ମୃତିପ୍ରତୀକ ଓ ସୁଜନ୍ୟା ରଥ, ସଙ୍ଗୀତ ଓ ଲେଖକ ରାଗ ନାୟକଙ୍କ ସମେତ ବହୁ ଜ୍ଞାନୀଗୁଣି ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।

ଶେଷରେ ପ୍ରଯୋଜକ ନନ୍ଦ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଆଗକୁ ଆହୁରି ସୁନ୍ଦର ଭଜନ ଓ ହାସ୍ୟରସ ଆଲବମ ଭେଟି ଦେବେ ବୋଲି ପ୍ରଯୋଜକ ଶ୍ରୀ ବାରିକ ସୂଚନା ଦେଇଛନ୍ତି ।

ଓଡ଼ିଆ ଆଲବମ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026
Latest News

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026

ମିଶନ ପୋଷଣ ୨.୦: ସ୍ମାର୍ଟଫୋନ୍ ପ୍ରଦାନ ଦ୍ୱାରା ସଶକ୍ତ ହେଉଛନ୍ତି କର୍ମଚାରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.