Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଣ୍ଡାରୁ ଫୁଟି ବାହାରିଲେ ହଜାର ହଜାର କଇଁଛ ଛୁଆ, ହେଲେ ସମୁଦ୍ର ମୁହାଁ, ଦେଖନ୍ତୁ ଏହି ଭିଡିଓ
ଆଜିର ଖବର

ଅଣ୍ଡାରୁ ଫୁଟି ବାହାରିଲେ ହଜାର ହଜାର କଇଁଛ ଛୁଆ, ହେଲେ ସମୁଦ୍ର ମୁହାଁ, ଦେଖନ୍ତୁ ଏହି ଭିଡିଓ

April 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
OliveRidely
ଅଣ୍ଡାରୁ ଫୁଟି ବାହାରିଲେ ହଜାର ହଜାର କଇଁଛ ଛୁଆ, ହେଲେ ସମୁଦ୍ର ମୁହାଁ, ଦେଖନ୍ତୁ ଏହି ଭିଡିଓ

ବ୍ରହ୍ମପୁର : ଗଞ୍ଜାମ ଜଳ୍ଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଅଲିଭ ରିଡଲେ କଇଁଛ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଲକ୍ଷାଧିକ ସଂଖ୍ୟାରେ କୁନି  କୁନି କଇଁଛ ଛୁଆ ସମୁଦ୍ରମୁହାଁ ହୋଇଛନ୍ତି। କୁନିକୁନି କଇଁଛ ଛୁଆ ବେଳାଭୂମିରୁ ବାହାରି ସମୁଦ୍ର ଆଡ଼କୁ ଯାଉଥିବା ଦୃଶ୍ୟ ବେଶ ନିଆରା ଲାଗୁଛି।

ଏହି ପ୍ରକ୍ରିୟା ୪ରୁ ୫ଦିନ ପର୍ଯ୍ୟନ୍ତ ଚାଲିବ ବୋଲି ଖଲ୍ଲିକୋଟ ବନ ବିଭାଗ ରେଞ୍ଜର  ଦିବ୍ୟଶଙ୍କର ବେହେରା ସୂଚନା ଦେଇଛନ୍ତି।   ଏଥିପାଇଁ ଋଷିକୁଲ୍ୟା ମୁହାଣର ଉଭୟ ପଟେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକା ଶଯ୍ୟାରେ ଚଳିତ  ବର୍ଷ ଦୁଇଟି ପର୍ଯ୍ୟାୟରେ ଗଣଅଣ୍ଡାଦାନ ହୋଇଥିଲା ।

https://thesamikhsya.com/odia/wp-content/uploads/2025/04/OliveRidly.mp4

 

ଚଳିତ ବର୍ଷ ରେକର୍ଡ ସଂଖ୍ୟକ ପ୍ରାୟ ୯ଲକ୍ଷ ଅଲିଭ୍ ରିଡ୍‌ଲେ କଇଁଛ ଗଣଅଣ୍ଡାଦାନ କରିଥିଲେ। ଫେବ୍ରୁଆରି ୧୬ରୁ ୨୩ତାରିଖ ପର୍ଯ୍ୟନ୍ତ ହୋଇଥିବା ପ୍ରଥମ ପର୍ଯ୍ୟାୟ ଗଣ ଅଣ୍ଡା ଦାନରେ ପ୍ରାୟ ୬ଲକ୍ଷ ୯୮ହଜାର କଇଁଛ ଅଣ୍ଡାଦାନ କରିଥିଲେ। ଏହାର ପ୍ରାୟ ୧ମାସ ପରେ ମାର୍ଚ୍ଚ ୨୨ରୁ ୨୭ତାରିଖ ପର୍ଯ୍ୟନ୍ତ ହୋଇଥିବା ଦ୍ବିତୀୟ ପର୍ଯ୍ୟାୟ ଗଣଅଣ୍ଡାଦାନରେ ୨ଲକ୍ଷ ୫ହଜାର କଇଁଛ ସାମିଲ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.