Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉନମୋଚିତ ହେଲା ଶ୍ରୀମନ୍ଦିର କ୍ୟାଲେଣ୍ଡର
ଆଜିର ଖବର

ଓଡିଆ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉନମୋଚିତ ହେଲା ଶ୍ରୀମନ୍ଦିର କ୍ୟାଲେଣ୍ଡର

April 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଆ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉନମୋଚିତ ହେଲା ଶ୍ରୀମନ୍ଦିର କ୍ୟାଲେଣ୍ଡର

ପୁରୀ: ଓଡ଼ିଆ ନବ ବର୍ଷ ଅବସରରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଆଜି ଉନମୋଚିତ ହୋଇଛି ଓଡିଆ କ୍ୟାଲେଣ୍ଡର।  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇ ଏହାକୁ ଉନମୋଚନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ‌ ଡ଼ଃ ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ପୁରୀ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବିନୀତ୍ ଅଗ୍ରୱାଲ, ଶ୍ରୀମନ୍ଦିର ପ୍ରଶାସନ, ବରିଷ୍ଠ ସେବାୟତ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026
Latest News

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.