Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ଗ୍ରହ ମଧ୍ୟରୁ କାହାକୁ ଆପଣ ଶାନ୍ତି କରାଇବାକୁ ଚାହାଁନ୍ତି କି ? ତେବେ ଜାଣନ୍ତୁ କଣ ରହିଛି ପଦ୍ଧତି
ଆଜିର ଖବର

ଏହି ଗ୍ରହ ମଧ୍ୟରୁ କାହାକୁ ଆପଣ ଶାନ୍ତି କରାଇବାକୁ ଚାହାଁନ୍ତି କି ? ତେବେ ଜାଣନ୍ତୁ କଣ ରହିଛି ପଦ୍ଧତି

April 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
astro
ଏହି ଗ୍ରହ ମଧ୍ୟରୁ କାହାକୁ ଆପଣ ସନ୍ତୁଷ୍ଠ କରାଇବାକୁ ଚାହାଁନ୍ତି କି ? ତେବେ ଜାଣନ୍ତୁ କଣ ରହିଛି ପଦ୍ଧତି

ଗ୍ରହ ପ୍ରତିକାର: ଯଦି ଆପଣଙ୍କର କୈଣସି ଗ୍ରହ ଖରାପ କିମ୍ବା କୁପ୍ରଭାବ ରହିଛି ତେବେ ନିମ୍ନଲିଖିତ ପ୍ରତିକାରଗୁଡିକ ଚେଷ୍ଟା କରନ୍ତୁ ।

ସୂର୍ଯ୍ୟ – ଚାଲୁଥିବା ପାଣିରେ ତମ୍ବା କିମ୍ବା ତମ୍ବାମୁଦ୍ରା ପକାନ୍ତୁ ।

ଚନ୍ଦ୍ର – ଏକ ପାତ୍ରରେ କ୍ଷୀର କିମ୍ବା ପାଣି ମୁଣ୍ଡ ପାଖରେ ରଖି ଶୋଇ ପଡନ୍ତୁ। ପରଦିନ ସମସ୍ତ ଜଳକୁ ବାଗୁଲ ଗଛ ମୂଳରେ ରଖ ।

ବୁଧ – ଝିଅମାନଙ୍କୁ ସବୁଜ ପୋଷାକ ଏବଂ ସବୁଜ ଚୁଡି ଦାନ କରନ୍ତୁ, ଦାନ୍ତକୁ ସଫା ରଖନ୍ତୁ ।

ଗୁରୁ– କପାଳରେ ଚନ୍ଦନ ତିଳକ ଲଗାନ୍ତୁ, ତୁଳସୀ ଗଛ ମୂଳରେ ପାଣି ଦିଅନ୍ତୁ, ଡାଲି ଦାନ କରନ୍ତୁ ।

ଶୁକ୍ର– ଘିଅ, କର୍ପୁର, ଦହି ଦାନ କରନ୍ତୁ ଏବଂ ସୁଗନ୍ଧିତ ପଦାର୍ଥ ବ୍ୟବହାର କରନ୍ତୁ ।

ଶନି- ବାଗୁଲ ଗଛ ଦାନ୍ତକାଠି ଘଷନ୍ତୁ, ଓସ୍ତ ଗଛ ମୂଳରେ ତେଲ ଢାଳନ୍ତୁ ।

ରାହୁ- ଗହମକୁ କ୍ଷୀରରେ ଧୋଇ ଏହାକୁ ପ୍ରବାହିତ ପାଣିରେ ଢାଳନ୍ତୁ, ମୂଳା ଦାନ କରନ୍ତୁ, ପକେଟରେ ରୂପା ମୁଦ୍ରା ରଖନ୍ତୁ ।

କେତୁ– ପ୍ରବାହିତ ପାଣିରେ ତେଲ ଢାଳନ୍ତୁ ।

ଗ୍ରହ ଶାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.