Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

April 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

ଭୁବନେଶ୍ବର: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

ଏସଏଚଜି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୋହନ ମାଝୀ ସ୍ୱୟଂ ସହାୟିକା ଗୋଷ୍ଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷରିତ

January 21, 2026

ଆଜି ଜାନୁୟାରୀ ୨୧ ତାରିଖ ବୁଧବାରରେ ଏହି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 21, 2026

ଖୋର୍ଦ୍ଧାର ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ ସଂକଳ୍ପ ସ୍ୱସ୍ତିକ ସାହୁ

January 20, 2026

ଶିଶୁ ସେବା ଓ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

January 20, 2026
Latest News

ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷରିତ

January 21, 2026

ଆଜି ଜାନୁୟାରୀ ୨୧ ତାରିଖ ବୁଧବାରରେ ଏହି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 21, 2026

ଖୋର୍ଦ୍ଧାର ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଲେ ସଂକଳ୍ପ ସ୍ୱସ୍ତିକ ସାହୁ

January 20, 2026

ଶିଶୁ ସେବା ଓ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

January 20, 2026

ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ କାଳଜୟୀ ବନ୍ଦେ ମାତରଂ ୧୫୦ ତମ ପୂର୍ତ୍ତି ସମାରୋହ

January 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.