Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

April 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

ଭୁବନେଶ୍ବର: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

ଏସଏଚଜି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୋହନ ମାଝୀ ସ୍ୱୟଂ ସହାୟିକା ଗୋଷ୍ଠୀ
Share. Facebook Twitter LinkedIn Email WhatsApp Copy Link

Related Posts

New Hospital in Bhubaneswar: କିଡନୀ ଓ ୟୁରୋଲୋଜି ଚିକିତ୍ସା ପାଇଁ ଖୋଲିଲା AINU ହସପିଟାଲ

November 5, 2026

କେଉଁଟା ଶ୍ରେଷ୍ଠ ODI ଇନିଂସ?: ଜନ୍ମଦିନରେ ଖୁଲାସା କଲେ ବିରାଟ କୋହଲି

November 5, 2026

ଧନତେରସ ପୂର୍ବରୁ ମହଙ୍ଗା ହେଲା ସୁନା: ୯ ହଜାର ବଢ଼ିଲା ରୁପା

November 5, 2026

IAS Reshuffle in Odisha: ଆଇଏଏସ ସ୍ତରରେ ଅଦଳବଦଳ, ବିଷ୍ଣୁପଦ ସେଠୀ ପୁଣି ଓଏଏସଡି ଭାବେ ନିଯୁକ୍ତ

November 5, 2026
Latest News

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ହେପାଜତ ସମୟଠାରୁ ଆରମ୍ଭ ହେବ ୨୪ ଘଣ୍ଟା ଗଣନା

November 5, 2026

New Hospital in Bhubaneswar: କିଡନୀ ଓ ୟୁରୋଲୋଜି ଚିକିତ୍ସା ପାଇଁ ଖୋଲିଲା AINU ହସପିଟାଲ

November 5, 2026

କେଉଁଟା ଶ୍ରେଷ୍ଠ ODI ଇନିଂସ?: ଜନ୍ମଦିନରେ ଖୁଲାସା କଲେ ବିରାଟ କୋହଲି

November 5, 2026

ଧନତେରସ ପୂର୍ବରୁ ମହଙ୍ଗା ହେଲା ସୁନା: ୯ ହଜାର ବଢ଼ିଲା ରୁପା

November 5, 2026

IAS Reshuffle in Odisha: ଆଇଏଏସ ସ୍ତରରେ ଅଦଳବଦଳ, ବିଷ୍ଣୁପଦ ସେଠୀ ପୁଣି ଓଏଏସଡି ଭାବେ ନିଯୁକ୍ତ

November 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.