Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଭୁବନେଶ୍ବରରେ ପ୍ରବଳ ବର୍ଷା, କେତେକ ସ୍ଥାନରେ କୁଆ ପଥର ମାଡ
ଆଜିର ଖବର

କଟକ ଭୁବନେଶ୍ବରରେ ପ୍ରବଳ ବର୍ଷା, କେତେକ ସ୍ଥାନରେ କୁଆ ପଥର ମାଡ

April 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ ଭୁବନେଶ୍ବରରେ ପ୍ରବଳ ବର୍ଷା, କେତେକ ସ୍ଥାନରେ କୁଆ ପଥର ମାଡ

ଭୁବନେଶ୍ବର: ଆଜି କଟକ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଛି। ଫଳରେ ସାଧାରଣ ଯାତାୟତ କିଛି ସମୟ ପାଇଁ ବ୍ୟାଘାତ ଘଟିଛି। ଆଜି ଅପରାହ୍ନରେ ଆକାଶରେ କଳାହାଣ୍ଡିଆ ମେଘ ଆସିବା ସହ ବର୍ଷା ଆରମ୍ଭ ହୋଇଯାଇଥିଲା। ସେହିପରି କଟକରେ ମଧ୍ୟ ବିଭିନ୍ନ ସ୍ଥାନରେ ବର୍ଷା ସହିତ କୁଆପଥର ପଡିଥିବାର ଜଣାପଡିଛି। ଏପରିକି ରାସ୍ତାଘାଟରେ ପାଣି ଜମି ଯିବା ଫଳରେ ସାଧାରଣ ଯାତାୟତ ବ୍ୟାହତ ହୋଇଥିଲା।

ପାଣିପାଗ ବିଭାଗ ଅନୁସାରେ ଆଉ ଚାରି ଦିନ ପାଇଁ କାଳ ବୈଶାଖୀ ରହିଛି। ଆଜି ୧୨ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେଗୁଡିକ ହେଲା ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ, ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ।

କଟକ-ଭୁବନେଶ୍ବର ବର୍ଷା ଭୁବନେଶ୍ବରରେ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.