Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତରଫରୁ ବିରାଟ ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ
ଆଜିର ଖବର

ଭଦ୍ରକ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତରଫରୁ ବିରାଟ ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

April 15, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭଦ୍ରକ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତରଫରୁ ବିରାଟ ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

ଭଦ୍ରକ:-ଆଜି ଭଦ୍ରକ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଏକ ବିରାଟ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ମଣ୍ଡଳୀ ନେତା ଅସିତ ପଟ୍ଟନାୟକ ଙ୍କ ନେତୃତ୍ୱରେ ସ୍ଥାନୀୟ ବନ୍ତ ଛକ ନିକଟରୁ ଦୁଇ ହଜାରରୁ ଦଳୀୟ କର୍ମୀ ମାନେ ହାତରେ ମଶାଲଧରି ସହର ପରିକ୍ରମା କରିଥିଲା। ଏଥିରେ ସାମିଲ ହୋଇଥିଲେ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସ, ପୂର୍ବତନ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ,ଯୁବ ନେତା ୟାଶିର ନୱାଜ, ଜିଲ୍ଲା ପର୍ଯ୍ୟବେକ୍ଷକ ଜାନକୀ ପଟ୍ଟନାୟକ, ଅଜିତ ଜେନା ପ୍ରମୁଖ ସାମିଲ ହୋଇଥିଲେ।

ପରେ ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ଟାଉନ ଛକ ଠାରେ ଏକ ପଥପ୍ରାନ୍ତ ସଭା ଭଦ୍ରକ ନେତା ଅସିତ ପଟ୍ଟନାୟକଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସ ତାଙ୍କ ବକ୍ତବ୍ୟ ରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବିଷୋଦଗାର କରିବା ସହ ଆଗାମୀ ଦିନରେ ରାଜ୍ୟ ବାସୀ ଏହି ଦୁର୍ନୀତି ଗସ୍ଥ,ମହିଳା ବିରୋଧି ତଥା ଅପାରଗ ସରକାରକୁ ଉଚିତ ଜବାବ ଦେବେ ବୋଲି କହିଥିଲେ ।

ଏ ସରକାର ଅମଳରେ ମହିଳା ଓ କୋମଳମତି ଝିଅ ମାନଙ୍କ ପ୍ରତି ବଳାତ୍କାର, ହତ୍ୟା, ଧର୍ଷଣ ବଢ଼ିଚାଲି ଥିବା ବେଳେ ସରକାର ସେମାନଙ୍କୁ ନ୍ୟାୟ ଦେବାରେ ସମ୍ପୂର୍ଣ ବିଫଳ ହୋଇଛି । ଦଳୀୟ ବିଧାୟକ ମାନେ ରାଜ୍ୟ ବାସୀଙ୍କ ହକ ଓ ନ୍ୟାୟ ପାଇଁ ବିଧାନସଭାରେ ପ୍ରତିବାଦ କରିଥିବାରୁ ଅଗଣତାନ୍ତ୍ରିକ ଭାବେ ସେମାନଙ୍କୁ ସସ୍ପେଣ୍ଡ କରାଯିବା ଘଟଣା ଅତି ଲଜ୍ୟାଜନକ ବୋଲି ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦାସ ବକ୍ତବ୍ୟ ଦେଇଥିଲେ ।

ଆୟୋଜିତ ଏହି ସଭାରେ ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଅନନ୍ତ ସେଠି,ୟାଶିର ନୱାଜ,ଜିଲ୍ଲା ଦଳିତ ନେତା ରାଜେନ୍ଦ୍ର ପ୍ରସାଦ ଜେନା, ମୟୁରଭଞ୍ଜ ଜିଲ୍ଲା ପର୍ଯ୍ୟବେକ୍ଷକ ନଳିନୀ ମହାନ୍ତି,ମହିଳା ନେତ୍ରୀ ଅମିତା ବାଳା ଆଚାର୍ଯ୍ୟ,, ଶୁଭେନ୍ଦୁ ରାୟ ମହାପାତ୍ର, ଦେବରୂପ ମହାନ୍ତି ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ ।

କଂଗ୍ରେସର ମଶାଲ ଶୋଭାଯାତ୍ରା ଭକ୍ତ ଦାସ ଭଦ୍ରକରେ କଂଗ୍ରେସ ଶୋଭାଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Latest News

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025

ବର୍ଷା ଋତୁରେ ଏସି ବ୍ୟବହାର କରୁଥିଲେ ଏହି ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍ ହୋଇପାରେ କ୍ଷତି

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.