Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ମାଟିର ପୁଅ ‘ରାଜଧାନୀ ଗୌରବ ସମ୍ମାନ-୨୦୨୫ ରେ ସମ୍ମାନିତ
ଆଜିର ଖବର

ବାଣପୁର ମାଟିର ପୁଅ ‘ରାଜଧାନୀ ଗୌରବ ସମ୍ମାନ-୨୦୨୫ ରେ ସମ୍ମାନିତ

April 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗତ ରବିବାର ସନ୍ଧ୍ୟା ୧୩ ଏପ୍ରିଲ ୨୦୨୫ ଉତ୍କଳ ମଣ୍ଡମ ଠାରେ ୭୭ ତମ ଭୁବନେଶ୍ଵର ରାଜଧାନୀ ପ୍ରତିଷ୍ଠା ଦିବସ ରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ‘ଏକଡାଳିଆ’ ଗ୍ରାମର ଡକ୍ଟର ଶଶାଙ୍କ ଶେଖର ସ୍ୱାଇଁ ‘ରାଜଧାନୀ ଗୌରବ ସମ୍ମାନ–୨୦୨୫ (ବୈଜ୍ଞାନିକ ବର୍ଗରେ)’ ଓଡିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତୀଙ୍କ ଠାରୁ ସମ୍ମାନିତ ହୋଇଛନ୍ତି।

ପ୍ରକାଶ ଥାଉକି ପ୍ରତିବର୍ଷ ଭୁବନେଶ୍ଵର ରାଜଧାନୀ ପ୍ରତିଷ୍ଠା ଦିବସ ରେ ବିଭିନ୍ନ ବର୍ଗରେ ୧୩ ଜଣ ବିଶିଷ୍ଠ ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଏ। ତାଙ୍କର ଅଭିନବ ଏବଂ ଉଚ୍ଚକୋଟୀର ଗବେଷଣା ପାଇଁ ‘ଚିକିତ୍ସା ଗବେଷଣା’ ବର୍ଗରେ ୨୦୨୫ ବର୍ଷ ପାଇଁ ଏହି ପ୍ରତିଷ୍ଠିତ ପୁରସ୍କାର ପାଇ ବାଣପୁର ମାଟି ପାଇଁ ଗର୍ବ ଆନିଦେଇଛନ୍ତି। ଜୀବନର ସମସ୍ତ ପରିସ୍ଥିତିରେ ଗବେଷଣାର ଭିତ୍ତିଭୂମି ସ୍ଥାପନ, ସମର୍ଥନ ଏବଂ ମାର୍ଗଦର୍ଶନ ପ୍ରଦାନ କରିବା ପାଇଁ, ପରିବାର, ମାର୍ଗଦର୍ଶକ, ଶୁଭେଚ୍ଛାକାରୀ ଙ୍କୁ  ଏହି ସମ୍ମାନ ଉତ୍ସର୍ଗ କରୁଛି।

ସଂକ୍ଷେପରେ, ସେ ଅନେକ ଖ୍ୟାତିସମ୍ପନ୍ନ ଆନ୍ତର୍ଜାତୀୟ ଅନୁସନ୍ଧାନ ଅନୁଷ୍ଠାନ ରେ ଜଣେ ସକ୍ରିୟ ଏବଂ ଖ୍ୟାତିସମ୍ପନ୍ନ ପତ୍ରିକାର ସମ୍ପାଦକୀୟ ବୋର୍ଡ ସଦସ୍ୟ ସହିତ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କୁ ବ୍ୟବହାର କରି ପ୍ରାକୃତିକ ଉତ୍ପାଦ ଭିତ୍ତିକ ଔଷଧ ମାଧ୍ୟମରେ ଏକ ସୁସ୍ଥ, ସଂକ୍ରମଣ ବିହୀନ ରାଷ୍ଟ୍ର ଗଠନ ଦିଗ ରେ କାର୍ଯ୍ୟରତ ଅଛନ୍ତି। ତାଙ୍କର ଉନ୍ନତ ଗବେଷଣା ଏବଂ ସଫଳତା ଆଶା କାମନା କରୁଛୁ।

ଏକଡାଳିଆ ଗ୍ରାମ ଡକ୍ଟର ଶଶାଙ୍କ ଶେଖର ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.