Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା କଂଗ୍ରେସର ଗଠନ ହେଲା ରାଜନୈତିକ ବ୍ୟାପାର କମିଟି, ଜାଣନ୍ତୁ କେଉଁମାନେ ରହିଲେ ସଦସ୍ୟ
ଆଜିର ଖବର

ଓଡ଼ିଶା କଂଗ୍ରେସର ଗଠନ ହେଲା ରାଜନୈତିକ ବ୍ୟାପାର କମିଟି, ଜାଣନ୍ତୁ କେଉଁମାନେ ରହିଲେ ସଦସ୍ୟ

April 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା କଂଗ୍ରେସର ଗଠନ ହେଲା ରାଜନୈତିକ ବ୍ୟାପାର କମିଟି, ଜାଣନ୍ତୁ କେଉଁମାନେ ରହିଲେ ସଦସ୍ୟ

ଭୁବନେଶ୍ୱର: ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏଆଇସିସି ସାଧାରଣ ସମ୍ପାଦକ ଶ୍ରୀ କେ ସି ଭେନୁଗୋପାଲ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ରାଜନୈତିକ ବ୍ୟାପାର କମିଟି ଘୋଷଣା କରିଛନ୍ତି।ଏଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଓଡ଼ିଶା ରାଜନୈତିକ ବ୍ୟାପାର କମିଟିରେ ୨୫ ଜଣ ସଦସ୍ୟ ରହିଥିବା ବେଳେ ଏକ୍ସ ଅଫିସିଓ ସଦସ୍ୟ ଭାବେ ଦୁଇଜଣ ଓଡ଼ିଶା ସହପ୍ରଭାରି ଏବଂ ସମସ୍ତ ଛାମୁଆ ସଂଗଠନ ମୁଖ୍ୟ ସଦସ୍ୟ ଭାବେ ରହିଛନ୍ତି।ଉକ୍ତ କମିଟିରେ ସର୍ବାଗ୍ରେ ଓଡ଼ିଶା ପ୍ରଭାରୀ ଶ୍ରୀ ଅଜୟ କୁମାର ଲଲ୍ଲୁ ଥିବାବେଳେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ରହିଛନ୍ତି।

ସେହିପରି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସାଂସଦ ସପ୍ତଗୀରି ଉଲାକା,ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ଜୟଦେବ ଜେନା,ଶରତ ପଟ୍ଟନାୟକ,ପ୍ରସାଦ ହରିଚନ୍ଦନ, ବରିଷ୍ଟ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା,ନଗେନ୍ଦ୍ର ପ୍ରଧାନ, ଜଗନ୍ନାଥ ପଟ୍ଟନାୟକ,ଅମର ନାଥ ପ୍ରଧାନ ରହିଛନ୍ତି।

ଅନୁରୂପ ଭାବେ ଉକ୍ତ କମିଟିରେ ପୂର୍ବତନ ସାଂସଦ ସୁଶୀଳା ତିରିଆ,ଅନନ୍ତ ପ୍ରସାଦ ସେଠି,ରାମଚନ୍ଦ୍ର ଖୁଣ୍ଟିଆ ରହିଥିବା ବେଳେ ପୂର୍ବତନ ମନ୍ତ୍ରୀ ଶରତ ରାଉତ,ଏଆଇସିସି ସମ୍ପାଦକ ଆସଫ ଅଲ୍ଲୀ ଖାଁ,ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି,ରମେଶ ଜେନା,ସି ଏସ ରାଜନଏକ୍କା,ପୂର୍ବତନ ବିଧାୟକ ଡ଼ ଦେବାଶିଷ ପଟ୍ଟନାୟକ,ସନ୍ତୋଷ ସିଂ ସାଲୁଜା,ମହମ୍ମଦ ମୁକିମ୍,କଂଗ୍ରେସ ନେତା ବିଶ୍ଵ ରଞ୍ଜନ ମହାନ୍ତି,ଏଆଇସିସି ମହିଳା କଂଗ୍ରେସ ସମ୍ପାଦିକା ସସ୍ମିତା ବେହେରା ପ୍ରମୁଖ ରହିଛନ୍ତି।

Congress କଂଗ୍ରେସ କମିଟ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026
Latest News

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.