Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୱାକଫ ସଂଶୋଧନ ଆଇନକୁ ନେଇ ଦ୍ୱନ୍ଦ୍ୱ ଦୂର କରିବ ବିଜେପି, ଏପ୍ରିଲ ୧୯ ରୁ ଚାଲିବ ଜନସଚେତନତା ଅଭିଯାନ
ଆଜିର ଖବର

ୱାକଫ ସଂଶୋଧନ ଆଇନକୁ ନେଇ ଦ୍ୱନ୍ଦ୍ୱ ଦୂର କରିବ ବିଜେପି, ଏପ୍ରିଲ ୧୯ ରୁ ଚାଲିବ ଜନସଚେତନତା ଅଭିଯାନ

April 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୱାକଫ ସଂଶୋଧନ ଅଧିନିୟମ ସମ୍ପର୍କରେ ବ୍ୟାପିଥିବା ଗୁଜବ ତଥା ଦ୍ଵନ୍ଦ୍ଵକୁ ଦୂର କରିବା ପାଇଁ ଉତ୍ତରପ୍ରଦେଶ ସରକାର ଏବଂ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ହୋଇଛନ୍ତି। ଏପ୍ରିଲ ୧୯ ତାରିଖରୁ ସାରା ରାଜ୍ୟରେ ଏକ ସ୍ୱତନ୍ତ୍ର ଜନସଚେତନତା ଅଭିଯାନ ଆରମ୍ଭ ହେବ, ଯେଉଁଥିରେ ବିଜେପି କର୍ମୀ, ପଦାଧିକାରୀ ଏବଂ ସରକାରୀ ପ୍ରତିନିଧିମାନେ ଘର ଘରକୁ ଯାଇ ମୁସଲମାନ ସମ୍ପ୍ରଦାୟର ଲୋକଙ୍କ ନିକଟରେ ପହଞ୍ଚିବେ। ଏହି ସମୟରେ ଜନସଚେତନତା ସୃଷ୍ଟି କରିବା ସହିତ କହିବେ ଯେ, ଏହି ନିୟମ ମୁସଲମାନ ବିରୋଧୀ ନୁହେଁ, ବରଂ ଗରିବ ଏବଂ ମୁସଲମାନ ସମ୍ପ୍ରଦାୟର ହିତରେ ଅଟେ।

ଏହି ସମୟରେ ଏହି ବିଲକୁ ନେଇ ବିରୋଧୀମାନେ ସୃଷ୍ଟି କରିଥିବା ଦ୍ଵନ୍ଦ୍ଵକୁ ଦୂର କରିବା ସହିତ ଏହାର ଉପକାରିତା ଉପରେ ଜନସାଧାରଣଙ୍କୁ ବିଜେପି କହିବ ବୋଲି ଜଣାପଡିଛି।

BJP UP news
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.