Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»AAP ନେତା ଦୁର୍ଗେଶ ପଠକଙ୍କ ଘରେ ସିବିଆଇ ଚଢାଉ, ବିଜେପି କୁ ଟାର୍ଗେଟ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ
ଆଜିର ଖବର

AAP ନେତା ଦୁର୍ଗେଶ ପଠକଙ୍କ ଘରେ ସିବିଆଇ ଚଢାଉ, ବିଜେପି କୁ ଟାର୍ଗେଟ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ

April 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୭ ମସିହାରେ ଗୁଜୁରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଆମ୍ ଆଦମୀ ପାର୍ଟି ଗୁଜୁରାଟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏହି ସମୟରେ ଗୁଜୁରାଟର ସହ-ପ୍ରଭାରୀ ଦୁର୍ଗେଶ ପଠକଙ୍କ ଘରେ ଚଢାଉ କରିବାକୁ ସିବିଆଇ ପହଞ୍ଚିଛି। ଏ ସମ୍ପର୍କରେ ଦିଲ୍ଲୀର ବିରୋଧୀ ଦଳର ନେତା ଆତିଶୀ, ମନୀଷ ସିସୋଦିଆ ଏବଂ ସୌରଭ ଭରଦ୍ୱାଜ ମଧ୍ୟ ବିଜେପିକୁ ଟାର୍ଗେଟ କରିଛନ୍ତି।

ଏକ ସୋସିଆଲ ମିଡିଆ ପୋଷ୍ଟରେ ଆତିଶୀ ଲେଖିଛନ୍ତି ଯେ, “ଆମ୍ ଆଦମୀ ପାର୍ଟି ଗୁଜୁରାଟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ମାତ୍ରେ ସିବିଆଇ ଗୁଜରାଟର ସହ-ପ୍ରଭାରୀ ଦୁର୍ଗାଶ ପାଠକଙ୍କ ଘରେ ଚଢାଉ କରିଥିଲା! କେବଳ ଏ.ଏ.ପି ଗୁଜୁରାଟରେ ବିଜେପିକୁ ଚ୍ୟାଲେଞ୍ଜ ଦେଇପାରିବ ଏବଂ ଏହି ଚଢାଉରେ ସେମାନେ ଡରିବେ ନାହିଁ।

ଏଥି ସହିତ ମନୀଷ ସିସୋଡିଆ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଦାବି କରିଛନ୍ତି ଯେ, “ଗୁଜୁରାଟ ନିର୍ବାଚନ ଦାୟିତ୍ଵ ଦିଆଯିବା ମାତ୍ରେ ଦୁର୍ଗେଶ ପଠକଙ୍କ ଘରେ ସିବିଆଇ ଚଢାଉ! ଏହା କୌଣସି ଆଶ୍ଚର୍ଯ୍ୟଜନକ ଘଟଣା ନୁହେଁ, ଏହା ବିଜେପିର ଏକ ଷଡଯନ୍ତ୍ର। ବିଜେପି ଜାଣେ ଯେ, ଗୁଜୁରାଟରେ କେବଳ ଆମ୍ ଆଦମୀ ପାର୍ଟି ସେମାନଙ୍କୁ ଚ୍ୟାଲେଞ୍ଜ କରିପାରେ।

cbi Delhi News Manish Sisodia Saurabh Bharadwaj
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜ୍ୟବ୍ୟାପୀ ଓଷ୍ଟେଟ୍ ପରୀକ୍ଷା: ୨୬୧ କେନ୍ଦ୍ରରେ ୫୯ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

September 29, 2026

ବିଜେପି ନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ଗୁରୁତର ଅବସ୍ଥାରେ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି

September 29, 2026

୯ମ ଶ୍ରେଣୀ ପାଇଁ ନୂତନ ସାମାଜିକ ବିଜ୍ଞାନ ପୁସ୍ତକ ପ୍ରକାଶ କଲା NCERT: ଜାଣନ୍ତୁ କେଉଁଠୁ କିଣିବେ?

September 29, 2026

ପୁରୀରେ ପୁଣି ଖଜା ଦୋକାନରେ ଚଢ଼ାଉ: ୫ ଭାଟି ସିଲ୍, ଘରୋଇ ଗ୍ୟାସ୍ ଜବତ

September 29, 2026
Latest News

ଆସନ୍ତାକାଲି ରାଜ୍ୟବ୍ୟାପୀ ଓଷ୍ଟେଟ୍ ପରୀକ୍ଷା: ୨୬୧ କେନ୍ଦ୍ରରେ ୫୯ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

September 29, 2026

ବିଜେପି ନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ଗୁରୁତର ଅବସ୍ଥାରେ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି

September 29, 2026

୯ମ ଶ୍ରେଣୀ ପାଇଁ ନୂତନ ସାମାଜିକ ବିଜ୍ଞାନ ପୁସ୍ତକ ପ୍ରକାଶ କଲା NCERT: ଜାଣନ୍ତୁ କେଉଁଠୁ କିଣିବେ?

September 29, 2026

ପୁରୀରେ ପୁଣି ଖଜା ଦୋକାନରେ ଚଢ଼ାଉ: ୫ ଭାଟି ସିଲ୍, ଘରୋଇ ଗ୍ୟାସ୍ ଜବତ

September 29, 2026

ଭାଲୁକୁଣୀ ଭସାଣରେ ଅଘଟଣ: ଝିଅଙ୍କ ଉପରେ ଖସିପଡ଼ିଲା ଡିଜେ ସାଉଣ୍ଡ ବକ୍ସ, ୭ ଗୁରୁତର

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.