Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିମାଚଳ ସଚିବାଳୟକୁ ବୋମା ଧମକ: ପୋଲିସର ତଦନ୍ତ ଜାରୀ
ଆଜିର ଖବର

ହିମାଚଳ ସଚିବାଳୟକୁ ବୋମା ଧମକ: ପୋଲିସର ତଦନ୍ତ ଜାରୀ

April 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶିମଲା: ହିମାଚଳ ସଚିବାଳୟକୁ ବୋମା ଧମକ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ମାତ୍ରେ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ବୋମା ନିରୋଧକ ଦଳ ଶିମଲାର ହିମାଚଳ ସଚିବାଳୟରେ ପହଞ୍ଚି ସମଗ୍ର ସଚିବବାଳୟର ଯାଞ୍ଚ କରୁଛନ୍ତି। ଏହି ଘଟଣାରେ ମୁଖ୍ୟ ଶାସନ ସଚିବ ପ୍ରବୋଧ ସକ୍ସେନା କହିଛନ୍ତି ଯେ, ଚିନ୍ତା କରିବାର କିଛି ନାହିଁ। ଏକ ସତର୍କତାମୂଳକ ପଦକ୍ଷେପ ଭାବରେ ସନ୍ଧାନ କରାଯାଉଛି। ସେ କହିଛନ୍ତି ଯେ, ଏହି ଧମକ ଏକ ଇମେଲ ମାଧ୍ୟମରେ ଗ୍ରହଣ କରାଯାଇଛି। ଆମର ଅନୁସନ୍ଧାନକାରୀ ସଂସ୍ଥା ବର୍ତ୍ତମାନ ଏହି ଇମେଲ କେଉଁଠାରୁ ପଠାଯାଇଛି ତାହା ଅନୁସନ୍ଧାନ କରୁଛନ୍ତି।

ପ୍ରକାଶ ଯୋଗ୍ୟ ଯେ, କିଛି ଦିନ ପୂର୍ବରୁ ହିମାଚଳର ମଣ୍ଡି ଡିସି କାର୍ଯ୍ୟାଳୟକୁ ବିସ୍ଫୋରଣ କରିବାର ଧମକ ଆସିଥିଲା। ଡିସି କାର୍ଯ୍ୟାଳୟକୁ ଧମକ ଦେବା ପରେ ବର୍ତ୍ତମାନ ସଚିବାଳୟକୁ ମଧ୍ୟ ଧମକ ଦିଆଯାଇଛି। ଏହି ଧମକ ପାଇବା ପରେ ସଚିବାଳୟରେ ସୁରକ୍ଷାକୁ ଆହୁରି ବୃଦ୍ଧି କରାଯାଇଛି। ଏବଂ ସତର୍କତାମୂଳକ ଭାବେ ବୋମା ନିଷ୍କାସନକାରୀ ଦଳକୁ ଘଟଣାସ୍ଥଳକୁ ଡକାଯାଇଛି। ଏହି ଟିମ୍ ରାତିରେ ସଚିବାଳୟକୁ ମଧ୍ୟ ତଲାସୀ ନେଇଥିଲେ ଏବଂ ଘଟଣାସ୍ଥଳରେ କୌଣସି ବିସ୍ଫୋରକ ସାମଗ୍ରୀ ପାଇ ନଥିଲେ।

ବୋମା ଧମକ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.