Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ବିଧାନସଭା ନିର୍ବାଚନ ଆରମ୍ଭ : 309ଟି ବୁଥ୍‌ରେ ଭୋଟଗ୍ରହଣ
ଆଜିର ଖବର

ପାଟକୁରା ବିଧାନସଭା ନିର୍ବାଚନ ଆରମ୍ଭ : 309ଟି ବୁଥ୍‌ରେ ଭୋଟଗ୍ରହଣ

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଯାଇଛି । ଏହି ଆସନର ସମୁଦାୟ 309 ଟି ବୁଥରେ 7ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା 6ଟା ଯାଏଁ ଜାରି ରହିବ। କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବୀଶ, ମାର୍ଶାଘାଇ ଓ ଗରଦପୁର ବ୍ଲକର 51 ଟି ପଂଚାୟତକୁ ନେଇ ଗଠିତ ପାଟକୁରା ଆସନରେ 10 ଜଣ ବିଧାୟକ ପ୍ରାର୍ଥୀଙ୍କୁ 2 ଲକ୍ଷ, 44 ହଜାର 747 ଜଣ ମତଦାତା ଭୋଟ୍‌ ଦେଉଛନ୍ତି। ମତଦାତାଙ୍କ ମଧ୍ୟରେ 117306 ମହିଳା, 127431 ଜଣ ପୁରୁଷ ଓ 10 ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି । ନିର୍ବାଚନରେ 10 ଜଣ ପ୍ରାର୍ଥୀ ରହିଥିଲେ ମଧ୍ୟ ବିଜୁ ଜନତା ଦଳ ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ଵାଲ ଓ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ଟକ୍କର ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି । ନିର୍ବାଚନ କମିଶନଙ୍କ ତରଫରୁ ମତଦାନ ପାଇଁ ବୁଥ ମାନଙ୍କରେ ମୋଟ 1700 କର୍ମଚାରୀ ନିଯୁକ୍ତ ହୋଇଛନ୍ତି । 5 ଜଣ ଜୋନାଲ ସେକ୍ଟର ମାଜିଷ୍ଟ୍ରେଟ ମତଦାନ ଉପରେ ନଜର ରଖିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026
Latest News

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.