Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରାରେ ସକାଳ 9ଟା ସୁଦ୍ଧା 12 ପ୍ରତିଶତ ମତଦାନ : 307 ନମ୍ବର ବୁଥ୍‌ରେ ଉତ୍ତେଜନା
ଆଜିର ଖବର

ପାଟକୁରାରେ ସକାଳ 9ଟା ସୁଦ୍ଧା 12 ପ୍ରତିଶତ ମତଦାନ : 307 ନମ୍ବର ବୁଥ୍‌ରେ ଉତ୍ତେଜନା

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଯାଇଛି । ଏହି ଆସନର ସମୁଦାୟ 309 ଟି ବୁଥରେ 7ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା 6ଟା ଯାଏଁ ଜାରି ରହିବ। ସକାଳ 9ଟା ସୁଦ୍ଧା 12 ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ପ୍ରକାଶ ପାଇଛି । ସେହିପରି 307 ନମ୍ବର ବୁଥ୍‌ରେ ଏଜେଣ୍ଟ ଏବଂ ପ୍ରିଜାଇଡିଂ ଅଫିସରଙ୍କ ମଧ୍ୟରେ ଝଗଡା ହୋଇଥିବା ଜଣାପଡିଛି । ଚିରକୁଟିକୁ ଏଜେଣ୍ଟ ଏବଂ ପ୍ରିଜାଇଡିଂ ଅଫିସରଙ୍କ ମଧ୍ୟରେ ଧସ୍ତାଧସ୍ତି ହେବା ଫଳରେ 307 ନମ୍ବର ବୁଥ୍‌ରେ ନିର୍ବାଚନ ବନ୍ଦ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026

ଆସାମ ବନ୍ୟାରେ ୭୮ ଜଣଙ୍କର ମୃତ୍ୟୁ: ସଙ୍କଟରେ ୩ ଲକ୍ଷ ଲୋକ 

July 30, 2026
Latest News

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026

ଆସାମ ବନ୍ୟାରେ ୭୮ ଜଣଙ୍କର ମୃତ୍ୟୁ: ସଙ୍କଟରେ ୩ ଲକ୍ଷ ଲୋକ 

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.