Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ୍‌ରେ ବିସ୍ଫୋରଣ : 2 ଛାତ୍ର ଗୁରୁତର
ଆଜିର ଖବର

ସ୍କୁଲ୍‌ରେ ବିସ୍ଫୋରଣ : 2 ଛାତ୍ର ଗୁରୁତର

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସିକାର ଏକ ସ୍କୁଲରେ ବିସ୍ଫୋରଣ ଘଟି 2 ଜଣ ଛାତ୍ର ଗୁରୁତର ଭାବରେ ଆହତ ହୋଇଛନ୍ତି । ଆସିକାର ମାଗୁରା ଗ୍ରାମର ଏକ ସ୍କୁଲରେ ଏହି ବିସ୍ଫୋରଣ ଘଟିଛି । ଶନିବାର ସକାଳୁଆ ସ୍କୁଲ ରହିଥିବା ବେଳେ ମଧ୍ୟାହ୍ନ ଭୋଜନ ସମୟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ଗୁରୁତର ଆହତ ଦୁଇ ଛାତ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ବିସ୍ଫୋରଣର କାରଣ ସମ୍ପର୍କରେ ତଦନ୍ତ ଚଳାଇଛି । ପୁଲିସ ଦୁଇ ଛାତ୍ର ଆସିକା ମେଡିକାଲରେ ଭର୍ତ୍ତି କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026
Latest News

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.