Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୀନ୍‌ ଗ୍ୟାସ୍‌ ପ୍ଲାଣ୍ଟରେ ବିସ୍ଫୋରଣ : 10 ମୃତ, 19 ଆହତ
ଆଜିର ଖବର

ଚୀନ୍‌ ଗ୍ୟାସ୍‌ ପ୍ଲାଣ୍ଟରେ ବିସ୍ଫୋରଣ : 10 ମୃତ, 19 ଆହତ

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ର ଏକ ଗ୍ୟାସ୍‌ ପ୍ଲାଣ୍ଟରେ ବିସ୍ଫୋରଣ ଘଟି 10 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 19 ଜଣ ଆହତ ହୋଇଛନ୍ତି । ଶୁକ୍ରବାର ଚୀନ୍‌ର ୟିମା ସହରରେ ଏହି ବିସ୍ଫୋରଣ ଘଟିଥିବା ବେଳେ ଶନିବାର ସ୍ଥାନୀୟ ଗଣମାଧ୍ୟମରେ ଏହି ଖବର ପ୍ରକାଶ ପାଇଛି । ସିସିଟିଭି ରିପୋର୍ଟ ଅନୁଯାୟୀ 5 ଜଣଙ୍କର କୌଣସି ପତ୍ତା ମିଳିନାହିଁ । ପ୍ରାପ୍ତ ସୂଚନା ଅନୁଯାୟୀ ଗ୍ୟାସ୍‌ ଷ୍ଟେସନ୍‌ରୁ 500 ମିଟର ଦୂରରେ ରହିଥିବା ଜନବସତି ମଧ୍ୟ ପ୍ରଭାବିତ ହୋଇଥିଲା । ଘର ଗୁଡିକର କାଚ ଝରକା ଭାଙ୍ଗି ଯାଇଥିବା ନେଇ ସୂଚନା ପ୍ରକାଶ ପାଇଛି । 1997 ମସିହାରେ ସ୍ଥାପନ ହୋଇଥିବା ହେନାନ୍‌ ଗ୍ୟାସ୍‌ କୋ ଲିମିଟେଡ୍‌ରେ 87ଟି ପ୍ଲାଣ୍ଟ ରହିଥିବା ବେଳେ 1200ରୁ ଅଧିକ କର୍ମଚାରୀ କାର୍ଯ୍ୟ କରୁଛନ୍ତି । ଏହି ଘଟଣା ପୂର୍ବରୁ ହେନାନ୍‌ରେ ବିସ୍ଫୋରଣ ଘଟି 18 ଜଣଙ୍କର ମୃତ୍ୟୁ ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.