Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜଗନ୍ନାଥ ଦର୍ଶନ କରିବାକୁ ଯାଉଛନ୍ତି କି, ରହିଯାଆନ୍ତୁ !!! ସଂଧ୍ୟା ପାଞ୍ଚଟାରୁ ଦର୍ଶନ ବନ୍ଦ
ଆଜିର ଖବର

ଆଜି ଜଗନ୍ନାଥ ଦର୍ଶନ କରିବାକୁ ଯାଉଛନ୍ତି କି, ରହିଯାଆନ୍ତୁ !!! ସଂଧ୍ୟା ପାଞ୍ଚଟାରୁ ଦର୍ଶନ ବନ୍ଦ

April 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଜଗନ୍ନାଥ ଦର୍ଶନ କରିବାକୁ ଯାଉଛନ୍ତି କି, ରହିଯାଆନ୍ତୁ !!! ସଂଧ୍ୟା ପାଞ୍ଚଟାରୁ ଦର୍ଶନ ବନ୍ଦ

ପୁରୀ: ଆଜି ହେଉଛି ବୈଶାଖମାସ ଅଷ୍ଟମୀ ତିଥୀ। ଏହିଦିନ ପୁରୀରେ ମହାପ୍ରଭୃଙ୍କ ପଇତା ଲାଗି ହୋଇଥାଏ। ସେଥିପାଇଁ ଆଜି ଶ୍ରୀଜିୟୁଙ୍କ ଦର୍ଶନ ସଂଧ୍ୟା ପାଞ୍ଚଟାରୁ ରାତି ଦଶଟା ପର୍ଯ୍ୟନ୍ତ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀଜିୟୁଙ୍କ ସାଧାରଣ ଦର୍ଶନ ବନ୍ଦ ରଖାଯିବ। ଏ ନେଇ ମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି।

ଏହି ପଇତା ଲାଗି ନୀତିକୁ ଦଇତାପତି ସେବକମାନେ କରିଥାଆନ୍ତି। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମା’ଲଷ୍ମୀ ଏବଂ ମା’ଭୂଦେବୀ ଖଟଶେଯ ଘରକୁ ବିଜେକଲା ପରେ ପଇତା ଲାଗି ନିମନ୍ତେ ଦଇତାପତି ସେବକ ମାନେ ଗର୍ଭ ଗୃହରେ ପ୍ରବେଶ କରିଥିଥାନ୍ତି ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିଥାଏ। ଦଇତାପତି ସେବକମାନେ ଦେଉଳକରଣ ଙ୍କ ଠାରୁ ଉକ୍ତ ତିନି ରଙ୍ଗର ପାଟ ପଇତା ଗ୍ରହଣ କରି ପତି ମହାପାତ୍ର ଙ୍କ ଉପସ୍ଥିତି ରେ ଶ୍ରୀଜୀଉମାନଙ୍କ ଠାରେ ପଇତା ଲାଗି କରିବେ ।

ଜଗନ୍ନାଥ ମନ୍ଦିର ପଇତାଲାଗି ନୀତି ଶ୍ରୀମନ୍ଦିର ସର୍ବସାଧାରଣ ଦର୍ଶନ ବନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026
Latest News

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.