Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଫିଜ୍‌ ସଇଦ୍‌ର ଗିରଫ କୌଣସି ଫରକ ପକାଇବ ନାହିଁ : ଆମେରିକା
ଆଜିର ଖବର

ହାଫିଜ୍‌ ସଇଦ୍‌ର ଗିରଫ କୌଣସି ଫରକ ପକାଇବ ନାହିଁ : ଆମେରିକା

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନ ପକ୍ଷରୁ ହାଫିଜ୍‌ ସଇଦ୍‌କୁ ଗିରଫ କରାଯାଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି ଆମେରିକା । ଏହି ଗିରଫଦାରୀ କୌଣସି ଫରକ ପକାଇବ ନାହିଁ ବୋଲି ଆମେରିକା ପକ୍ଷରୁ କୁହାଯାଇଛି । ପୂର୍ବରୁ ପାକିସ୍ତାନ ପକ୍ଷରୁ ହାଫିଜ୍‌କୁ ଅନେକ ଥର ଗୃହବନ୍ଦୀ ଭାବରେ ରଖାଯାଇଥିଲେ ମଧ୍ୟ ଏହା କୌଣସି ପ୍ରଭାବ ପକାଇନାହିଁ । ହାଫିଜ୍‌ ନିଜର ଆତଙ୍କୀ କାର୍ଯ୍ୟକଳାପ ପୂର୍ବପରି ଜାରି ରଖିଛି । ହଫିଜ୍‌ ଗୃହବନ୍ଦୀ ଅବସ୍ଥାରେ ରହିଥିବା ବେଳେ 2001 ମସିହାରେ ସଂସଦ ଉପରେ ଆକ୍ରମଣ ଏବଂ 2008 ମସିହାରେ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ରହିଥିଲା । ଜଣେ ଆତଙ୍କବାଦୀ ଗୃହବନ୍ଦୀ ଅବସ୍ଥାରେ ରହି ଅନ୍ୟ ଦେଶ ଉପରେ ଆକ୍ରମଣର ଯୋଜନା କରି ପାରୁଥିବା ବେଳେ ଗିରଫ କିଭଳି ଭାବରେ ଫରକ ପକାଇବ ବୋଲି ଆମେରିକା ପକ୍ଷରୁ ପ୍ରଶ୍ନ କରାଯାଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଗସ୍ତ ପୂର୍ବରୁ ଏହି ମତ ଦେଇ ଆତଙ୍କବାଦ ବିପକ୍ଷରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଆମେରିକା ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.