Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଫିଜ୍‌ ସଇଦ୍‌ର ଗିରଫ କୌଣସି ଫରକ ପକାଇବ ନାହିଁ : ଆମେରିକା
ଆଜିର ଖବର

ହାଫିଜ୍‌ ସଇଦ୍‌ର ଗିରଫ କୌଣସି ଫରକ ପକାଇବ ନାହିଁ : ଆମେରିକା

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନ ପକ୍ଷରୁ ହାଫିଜ୍‌ ସଇଦ୍‌କୁ ଗିରଫ କରାଯାଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି ଆମେରିକା । ଏହି ଗିରଫଦାରୀ କୌଣସି ଫରକ ପକାଇବ ନାହିଁ ବୋଲି ଆମେରିକା ପକ୍ଷରୁ କୁହାଯାଇଛି । ପୂର୍ବରୁ ପାକିସ୍ତାନ ପକ୍ଷରୁ ହାଫିଜ୍‌କୁ ଅନେକ ଥର ଗୃହବନ୍ଦୀ ଭାବରେ ରଖାଯାଇଥିଲେ ମଧ୍ୟ ଏହା କୌଣସି ପ୍ରଭାବ ପକାଇନାହିଁ । ହାଫିଜ୍‌ ନିଜର ଆତଙ୍କୀ କାର୍ଯ୍ୟକଳାପ ପୂର୍ବପରି ଜାରି ରଖିଛି । ହଫିଜ୍‌ ଗୃହବନ୍ଦୀ ଅବସ୍ଥାରେ ରହିଥିବା ବେଳେ 2001 ମସିହାରେ ସଂସଦ ଉପରେ ଆକ୍ରମଣ ଏବଂ 2008 ମସିହାରେ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ରହିଥିଲା । ଜଣେ ଆତଙ୍କବାଦୀ ଗୃହବନ୍ଦୀ ଅବସ୍ଥାରେ ରହି ଅନ୍ୟ ଦେଶ ଉପରେ ଆକ୍ରମଣର ଯୋଜନା କରି ପାରୁଥିବା ବେଳେ ଗିରଫ କିଭଳି ଭାବରେ ଫରକ ପକାଇବ ବୋଲି ଆମେରିକା ପକ୍ଷରୁ ପ୍ରଶ୍ନ କରାଯାଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଗସ୍ତ ପୂର୍ବରୁ ଏହି ମତ ଦେଇ ଆତଙ୍କବାଦ ବିପକ୍ଷରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଆମେରିକା ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026
Latest News

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.