Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାରେ ମୃତ ଦୁଇ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଦୁର୍ଘଟଣାରେ ମୃତ ଦୁଇ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

April 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁର୍ଘଟଣାରେ ମୃତ ଦୁଇ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୋଲିସ୍ କର୍ମଚାରୀ ମୃତ୍ୟୁ ଘଟିଛି। ଦୁଇଜଣଙ୍କ ମଧ୍ୟରୁ ଜଣେ ଓଏପିଏଫ୍‌ କନ୍‌ଷ୍ଟେବଲ୍ଏବଂ ଜଣେ ହୋମ୍‌ ଗାର୍ଡ। ସେମାନଙ୍କ ନାମ ହେଲା ଲୋକନାଥ ସବର ଏବଂ ହୋମଗାର୍ଡ ଜଗବନ୍ଧୁ ମାହାଳି।

ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ₹୧୦ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଦୁର୍ଘଟଣା ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.