Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଠିକାଦାରଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଅଭିଯୁକ୍ତ ଗିରଫ
ଆଜିର ଖବର

ଠିକାଦାରଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଅଭିଯୁକ୍ତ ଗିରଫ

April 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ସନ୍ଧ୍ୟାରେ ଟାଉନ ଥାନା ନିକଟରେ ଠିକାଦାର ଧୀରେଶ୍ ଚୌଧୁରୀଙ୍କୁ ହତ୍ୟା ଉଦ୍ୟମ ଘଟଣା ଅଭିଯୋଗ କୁ ନେଇ ଟାଉନ ଥାନା ପୋଲିସ୍ ର ତତକାଳ ଉଦ୍ୟମ ଯୋଗୁଁ ୩ ଅଭିଯୁକ୍ତ ତଥା ପ୍ରକାଶ ରାଓ, ଏମ୍ ନବୀନ ଓ ହରିପ୍ରସାଦ ପ୍ରମୁଖ ଙ୍କୁ ଭାରତୀୟ ନ୍ୟାୟ ସଂହିତା ର ବିଭିନ୍ନ ଦଫାରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଯୁବକ ମାନେ ନିକଟସ୍ଥ କାମ୍ପ ସାହିର।

ଗତକାଲି ଏହି ଅଭିଯୁକ୍ତ ମାନେ ମୀନା ବଜାର ମେଳା ପରିସରରେ ଠିକାଦାର ଚୌଧୁରୀକୁ ଦାଦା ବଟି ମାଗିଥିଲେ ଓ ସେ ମନା କରିବାରୁ ତାକୁ ଭୁଜାଲିରେ ଆକ୍ରମଣ କରି ଗୁରୁତର ଅବସ୍ଥାରେ ଛାଡି ଦେଇଥିଲେ। ଏହି ଘଟଣା କୁ ନେଇ ଗୁରୁତର ଠିକାଦାର ଚୌଧୁରୀଙ୍କ ପତ୍ନୀ ରୁକ୍ମିଣୀ ଚୌଧୁରୀଙ୍କ ଏତଲା କ୍ରମେ ଟାଉନ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ କରି ଅଭିଯୁକ୍ତ ତିନି ଯୁବକ କୁ ଉଠେଇ ଆଣି ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ଅଭିଯୁକ୍ତ ଗିରଫ ଟାଉନ ଥାନା ହତ୍ୟା ଉଦ୍ୟମ
Share. Facebook Twitter LinkedIn Email WhatsApp Copy Link

Related Posts

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026
Latest News

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.