Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦୁଝର ଯୋଡା ନିକଟରେ ସଡକ ଦୁର୍ଘଟଣାରେ ତିନି ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କେନ୍ଦୁଝର ଯୋଡା ନିକଟରେ ସଡକ ଦୁର୍ଘଟଣାରେ ତିନି ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

April 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝର ଯୋଡା ନିକଟରେ ସଡକ ଦୁର୍ଘଟଣାରେ ତିନି ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଯୋଡ଼ା ନିକଟରେ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁସାରେ ଯୋଡ଼ା ସହରର ଫ୍ଲାଏଓଭର ନିକଟରେ ଗତକାଲି ରାତି ପ୍ରାୟ ୯ଟା ବେଳେ ଏକ ଅଜଣା ଦ୍ରୁତଗାଡ଼ିର ଶିକାର ହୋଇଛନ୍ତି ୬ଜଣ ବାଇକ୍‌ ଆରୋହୀ। ଅଜଣା ଗାଡ଼ି ଧକ୍କା ଦେବାରୁ ଦୁଇଟି ବାଇକ୍‌ରେ ବସିଥିବା ୬ଜଣଙ୍କ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩ଜଣଙ୍କର ଅବସ୍ଥା ଗୁରୁତ୍ୱର ଅଛି। ସେମାନଙ୍କର ଚିକିତ୍ସା ଚାଲିଛି।

ଯୋଡା ଦୁର୍ଘଟଣା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

୪୬ତମ ଏଚ୍.ଏଲ୍.ସି.ଏ. ରେ ୨.୪୭ ଲକ୍ଷ କୋଟିର ପୁଞ୍ଜିନିବେଶକୁ ଅନୁମୋଦନ

September 24, 2026

ବିଧାନସଭାର ଦ୍ୱିବିରୋଧୀଙ୍କ ହଟ୍ଟଗୋଳକୁ ସମାଲୋଚନା କଲେ ସରକାରୀ ଦଳର ବିଧାୟକ

September 24, 2026

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026
Latest News

ଓଆଇସି କଣ୍ଟାକ୍ଟ ଗ୍ରୁପ୍‌କୁ ଭାରତର କଡ଼ା ଜବାବ: ଜମ୍ମୁ-କାଶ୍ମୀର ଓ ଲଦାଖ ଆମର ଅବିଚ୍ଛେଦ୍ୟ ଅଙ୍ଗ, ଯୁଗ୍ମ ବିଜ୍ଞପ୍ତିକୁ କଲା ପ୍ରତ୍ୟାଖ୍ୟାନ

September 24, 2026

୪୬ତମ ଏଚ୍.ଏଲ୍.ସି.ଏ. ରେ ୨.୪୭ ଲକ୍ଷ କୋଟିର ପୁଞ୍ଜିନିବେଶକୁ ଅନୁମୋଦନ

September 24, 2026

ପାକିସ୍ତାନ କ୍ରିକେଟ୍‌କୁ ଝଟ୍‌କା: ବୋଲିଂ କୋଚ୍‌ ପଦ ଛାଡ଼ିବେ ଆସ୍‌ଲେ ନାଫ୍‌କେ

September 24, 2026

୩ ବର୍ଷ ପରେ ଦେଶକୁ ଫେରୁଛି IPL ନିଲାମୀ: ଡିସେମ୍ବରରେ ଗୋଆରେ ହେବ ‘ମିନି ଅକ୍ସନ୍’

September 24, 2026

ବିଧାନସଭାର ଦ୍ୱିବିରୋଧୀଙ୍କ ହଟ୍ଟଗୋଳକୁ ସମାଲୋଚନା କଲେ ସରକାରୀ ଦଳର ବିଧାୟକ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.