Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପହଲଗାମ ଆକ୍ରମଣର ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଚିତ୍ର ଜାରୀ କଲା ସୁରକ୍ଷା ଏଜନ୍ସି
ଆଜିର ଖବର

ପହଲଗାମ ଆକ୍ରମଣର ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଚିତ୍ର ଜାରୀ କଲା ସୁରକ୍ଷା ଏଜନ୍ସି

April 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପହଲଗାମ ଆକ୍ରମଣର ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଚିତ୍ର ଜାରୀ କଲା ସୁରକ୍ଷା ଏଜନ୍ସି

ଦ ସମୀକ୍ଷା ଡେସ୍କ: ଭାରତୀୟ ସୁରକ୍ଷା ଏଜେନ୍ସିଗୁଡ଼ିକ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟାଇଥିବା ତିନି ଜଣ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଆତଙ୍କବାଦୀମାନେ ସାଧା ପୋଷାକରେ ଆସି ଲୋକଙ୍କ ଉପରେ ଗୁଳି ଚଳାଇଥିଲେ।

ଏମାନଙ୍କ ସଂଖ୍ୟା ପାଞ୍ଚରୁ ଛଅ ଜଣ ଥିଲା ବୋଲି ଜଣାପଡିଛି। ଆତଙ୍କବାଦୀ ଏକେ-୪୭ ରାଇଫଲ୍ ଧରିଥିବା ଦେଖାଯାଇଛି। ଏହି ତିନିଜଣଙ୍କର ନାମ ମଧ୍ୟ ଜଣାପଡିଛି। ସେମାନେ ହେଲେ ଆସିଫ୍ ଫୌଜି, ସୁଲେମାନ ଶାହ ଏବଂ ଆବୁ ତଲହା।

ଅପରାହ୍ନ ପ୍ରାୟ ୨:୩୦ ସମୟରେ ଆତଙ୍କବାଦୀମାନେ ପହଲଗାମରେ ଦେଖାଦେଇଥିଲେ। ଆକ୍ରମଣ ଘଟିଥିବା ମୁହୂର୍ତ୍ତର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରତ୍ୟକ୍ଷଦର୍ଶୀମାନେ ଏହା ମଧ୍ୟ ପ୍ରକାଶ କରିଛନ୍ତି ଯେ ଆତଙ୍କବାଦୀମାନେ ହିନ୍ଦୁ ପର୍ଯ୍ୟଟକଙ୍କୁ ଅଲଗା କରି ହତ୍ୟା କରିଥିଲେ।

terrorist attack ଆତଙ୍କବାଦୀ ଆକ୍ରମଣ ପହଲଗାମ
Share. Facebook Twitter LinkedIn Email WhatsApp Copy Link

Related Posts

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026
Latest News

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.