Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହରେ ଖଦି ଓ ମହୁଚାଷ ଦୁର୍ନୀତି ପ୍ରସଙ୍ଗ : ଏହାର ତଦନ୍ତ ଦାବି କଲେ ବିରୋଧୀ
ଆଜିର ଖବର

ଗୃହରେ ଖଦି ଓ ମହୁଚାଷ ଦୁର୍ନୀତି ପ୍ରସଙ୍ଗ : ଏହାର ତଦନ୍ତ ଦାବି କଲେ ବିରୋଧୀ

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ବିଧାନସଭାରେ ଖଦି ଓ ମହୁଚାଷ ଦୁର୍ନୀତି ପ୍ରସଙ୍ଗ ଉଠାଇଛି ବିରୋଧୀ ଦଳ ବିଜେପି । ଖଦି ଜିନିଷ କିଣାବିକା ଓ ମହୁଚାଷରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଅଭିଯୋଗ କରିଛନ୍ତି । ଆଜି ଶୂନ୍ୟକାଳରେ ଖଦି ଓ ମହୁଚାଷ ଦୁର୍ନୀତି ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ନେତା କହିଛନ୍ତି ଯେ ଖଦି ବୋର୍ଡକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୮୬ କୋଟି ଟଙ୍କା ଦେଇଛନ୍ତି । କିନ୍ତୁ ମିଥ୍ୟା ବିଲ୍‌ ଦିଆଯାଇ ଟଙ୍କାକୁ ଆତ୍ମସାତ କରାଯାଇଛି। ସେହିରି ତିନି ବର୍ଷରେ ୧୨ ଶହ ମହୁ ଚାଷୀଙ୍କୁ ତାଲିମ ଦିଆଯାଇଥିବା ତଥ୍ୟ ମଧ୍ୟ ଭୁଲ ଅଟେ । କମ୍‌ ଲୋକଙ୍କୁ ତାଲିମ ଦିଆଯାଇଛି କିନ୍ତୁ ଅଧିକ ସଂଖ୍ୟା ଦର୍ଶାଯାଇଛି । ସେହିପରି ୧୪୮୦ ମହୁ ଚାଷୀଙ୍କୁ ୨୪୦୦ ମହୁ ବାକ୍ସ ଦିଆଯାଇଛି । କୋଟେସନ୍‌ ପାଇଁ ଚାଷୀଙ୍କ ଠାରୁ  ହଜାରେ ଟଙ୍କା ନିଆଯିବା କଥା । କିନ୍ତୁ ଚାଷୀଙ୍କଠାରୁ ୩୦ ହଜାର ଟଙ୍କା ନିଆଯାଉଥିବା ଶ୍ରୀ ନାଏକ ସଙ୍ଗୀନ ଅଭିଯୋଗ କରିଛନ୍ତି । ତେଣୁ ତୁରନ୍ତ ଏହି ଅନିୟମିତତାର ସେ ତଦନ୍ତ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସକ୍ରିୟ କରନ୍ତୁ ଜିଓର 98-ଦିନର ପ୍ଲାନ: ପାଇବେ ଅନେକ ଲାଭ

August 20, 2026

ବ୍ୟାଙ୍କ ସମ୍ମୁଖରେ ମହିଳା ପରିଚାଳିକାଙ୍କୁ ଗୁଳି କରି ହତ୍ୟା କଲେ ସ୍ୱାମୀ: ଅଭିଯୁକ୍ତ ଫେରାର୍

August 20, 2026

ଜାମ୍ମୁ କାଶ୍ମୀର ପରେ ଲେହରେ ପହଞ୍ଚିଲେ ସର୍ଜିଓ ଗୋର୍: ଉଚ୍ଚସ୍ତରୀୟ ବୈଠକରେ ହେବେ ସାମିଲ

August 20, 2026

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026
Latest News

Raksha Bandhan: ଡାକ ବିଭାଗ ଆଣିଲା ସ୍ବତନ୍ତ୍ର ରାକ୍ଷୀ ବାକ୍ସ, ଭିତରେ ଥିବା ଭିଡିଓକୁ କ୍ଲିକ କରି ଦେଖନ୍ତୁ

August 20, 2026

ସକ୍ରିୟ କରନ୍ତୁ ଜିଓର 98-ଦିନର ପ୍ଲାନ: ପାଇବେ ଅନେକ ଲାଭ

August 20, 2026

ବ୍ୟାଙ୍କ ସମ୍ମୁଖରେ ମହିଳା ପରିଚାଳିକାଙ୍କୁ ଗୁଳି କରି ହତ୍ୟା କଲେ ସ୍ୱାମୀ: ଅଭିଯୁକ୍ତ ଫେରାର୍

August 20, 2026

ଜାମ୍ମୁ କାଶ୍ମୀର ପରେ ଲେହରେ ପହଞ୍ଚିଲେ ସର୍ଜିଓ ଗୋର୍: ଉଚ୍ଚସ୍ତରୀୟ ବୈଠକରେ ହେବେ ସାମିଲ

August 20, 2026

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.