Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ, ‘ଆଇଏସ୍ କାଶ୍ମୀର’ ବିରୋଧରେ ମାମଲା ରୁଜୁ
ଆଜିର ଖବର

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ, ‘ଆଇଏସ୍ କାଶ୍ମୀର’ ବିରୋଧରେ ମାମଲା ରୁଜୁ

April 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ସାଂସଦ ତଥା ଭାରତୀୟ କ୍ରିକେଟ୍ ଦଳର ବର୍ତ୍ତମାନର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ‘ଆଇଏସ୍ କାଶ୍ମୀର’ରୁ ମୃତ୍ୟୁ ଧମକ ମିଳିଛି। ବୁଧବାର ଦିନ ସେ ଦିଲ୍ଲୀ ପୋଲିସ ନିକଟକୁ ଯାଇ ଏଫଆଇଆର ପାଇଁ ଏକ ଆନୁଷ୍ଠାନିକ ଅଭିଯୋଗ କରିଥିଲେ ଏବଂ ତାଙ୍କ ପରିବାର ପାଇଁ ସୁରକ୍ଷା ଦାବି କରିଥିଲେ।

ପ୍ରକାଶ ଯୋଗ୍ୟ ଯେ, ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଗୌତମ ଗମ୍ଭୀର ଏହାକୁ ଦୃଢ ଶବ୍ଦରେ ନିନ୍ଦା କରିଥିଲେ। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଭାରତୀୟଙ୍କ ପାଇଁ ପୂର୍ବତନ ଭାରତୀୟ କ୍ରିକେଟର ତଥା ବିଜେପି ନେତା ଗୌତମ ଗମ୍ଭୀର ସମବେଦନା ଜଣାଇବା ସହ ଭାରତ ଏହି ବର୍ବରତାପୂର୍ଣ୍ଣ କାର୍ଯ୍ୟକୁ ଜବାବ ଦେବ ବୋଲି କହିଥିଲେ।

ଗୌତମ ଗମ୍ଭୀର ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ସେ ମୃତକଙ୍କ ପରିବାର ପାଇଁ ପ୍ରାର୍ଥନା କରୁଛନ୍ତି। ଯେଉଁମାନେ ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ, ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ। ଭାରତ ଆକ୍ରମଣ କରିବ।

Breaking News GAUTAM GAMBHIR IPL 2025 Pahalgam Terror Attack
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.