Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡ଼ରେ ଜଣେ ଆଦିବାସୀଙ୍କ ଜେସିବି ମେସିନରେ ମୃତ୍ୟୁ ମାମଲା: ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ହସ୍ତକ୍ଷେପ
ଆଜିର ଖବର

ସୁନ୍ଦରଗଡ଼ରେ ଜଣେ ଆଦିବାସୀଙ୍କ ଜେସିବି ମେସିନରେ ମୃତ୍ୟୁ ମାମଲା: ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ହସ୍ତକ୍ଷେପ

April 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆୟୋଗ ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ଖବର ଆଧାରରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ରେ ଘଟିଥିବା ଘଟଣାରେ ହସ୍ତକ୍ଷେପ କରିଛନ୍ତି। ରାଉରକେଲା ଇସ୍ପାତ କାରଖାନା ଦ୍ୱାରା ଦୁମେରତା ପର୍ଯ୍ୟନ୍ତ ପ୍ରସ୍ତାବିତ ରେଳ ଲାଇନ ନିର୍ମାଣକୁ ବିରୋଧ କରି ସ୍ଥାନୀୟ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ସମୟରେ ଏକ ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା। ଏହି ଘଟଣାରେ ଜଣେ ଆଦିବାସୀ ଗ୍ରାମବାସୀ ଜେସିବି ମେସିନ ତଳେ ଚାପି ହୋଇ ପ୍ରାଣ ହରାଇଥିବା ଅଭିଯୋଗ ହୋଇଥିଲା।

ଆୟୋଗ ଏହି ଘଟଣା ସମ୍ପର୍କରେ ସୁନ୍ଦରଗଡ଼ ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣର ଅଧିକାରୀଙ୍କୁ ନୋଟିସ ଜାରି କରି ଜବାବ ତଲବ କରିଛନ୍ତି। ଘଟଣାରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ତଥ୍ୟାତ୍ମକ ବିବରଣୀ ଏବଂ ରିପୋର୍ଟ ଦାଖଲ କରିବାକୁ ଆୟୋଗ କରିଛନ୍ତି। ଖୁବଶୀଘ୍ର ଆୟୋଗର ଏକ ଦଳ ଘଟଣାସ୍ଥଳ ପରିଦର୍ଶନ କରିବ।

ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ମୂଲ୍ୟରେ ହ୍ରାସ: ଜାଣନ୍ତୁ ଆଜିର ମୂଲ୍ୟ

August 25, 2025

ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ

August 25, 2025

ନିର୍ବାଚନ କମିଶନ ବନାମ ରାହୁଲ ଗାନ୍ଧୀ!: ଜାଣନ୍ତୁ ଜନତା କାହା ସହିତ ଅଛନ୍ତି, ଆସିଲା ବଡ଼ ସର୍ଭେ

August 25, 2025

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025
Latest News

ସୁନା ମୂଲ୍ୟରେ ହ୍ରାସ: ଜାଣନ୍ତୁ ଆଜିର ମୂଲ୍ୟ

August 25, 2025

ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ

August 25, 2025

ନିର୍ବାଚନ କମିଶନ ବନାମ ରାହୁଲ ଗାନ୍ଧୀ!: ଜାଣନ୍ତୁ ଜନତା କାହା ସହିତ ଅଛନ୍ତି, ଆସିଲା ବଡ଼ ସର୍ଭେ

August 25, 2025

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.