Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ନିର୍ବାଚନ : 32 ନମ୍ବର ବୁଥ୍‌ରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା
ଆଜିର ଖବର

ପାଟକୁରା ନିର୍ବାଚନ : 32 ନମ୍ବର ବୁଥ୍‌ରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଯାଇଛି । ଏହି ଆସନର ସମୁଦାୟ 309 ଟି ବୁଥରେ 7ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା 6ଟା ଯାଏଁ ଜାରି ରହିବ। ଅପରାହ୍ନ 1ଟା ସୁଦ୍ଧା 42 ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ପ୍ରକାଶ ପାଇଛି । ସେହିପରି 32ନମ୍ବର ବୁଥ୍‌ରେ ମଧ୍ୟରେ ଝଗଡା ହୋଇଥିବା ଜଣାପଡିଛି । କୁଶିଆପାଳ ବୁଥ୍‌ରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ମତଦାନ ବାଧାପ୍ରାପ୍ତ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ରେଳପଥ ପକ୍ଷରୁ ବଡ଼ ନିଷ୍ପତ୍ତି: ଏହି ଏକ୍ସପ୍ରେସ ଟ୍ରେନରେ ସଂଯୋଗ ହେଲା ଅତିରିକ୍ତ କୋଚ୍

June 19, 2026

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026

Jio IPO: ଜିଓ ଆଇପିଓ ନେଇ ଘୋଷଣା କଲେ ମୁକେଶ ଆମ୍ବାନୀ, ଆସିବ ୨୭ କୋଟି ସେୟାରର ନୂଆ ଇସ୍ୟୁ

June 19, 2026

‘ଭିବି-ଜି ରାମ୍ ଜି’ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ୧୦୦ରୁ ଅଧିକ କ୍ଷେତ୍ର ଅଧିକାରୀଙ୍କ ନିଯୁକ୍ତି

June 19, 2026
Latest News

ଭାରତୀୟ ରେଳପଥ ପକ୍ଷରୁ ବଡ଼ ନିଷ୍ପତ୍ତି: ଏହି ଏକ୍ସପ୍ରେସ ଟ୍ରେନରେ ସଂଯୋଗ ହେଲା ଅତିରିକ୍ତ କୋଚ୍

June 19, 2026

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି, ପାଗ ଖରାପ ଯୋଗୁଁ କଲାଇଲୁଣ୍ଡାରୁ ସଡକ ପଥରେ ଆସିଲେ

June 19, 2026

Jio AI Roadmap: ଆକାଶ ଅମ୍ବାନୀ କହିଲେ କଲ୍, ବ୍ୟବସାୟ ଏବଂ କୃଷି ପର୍ଯ୍ୟନ୍ତ ପହଞ୍ଚିବ ଏଆଇ

June 19, 2026

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026

Jio IPO: ଜିଓ ଆଇପିଓ ନେଇ ଘୋଷଣା କଲେ ମୁକେଶ ଆମ୍ବାନୀ, ଆସିବ ୨୭ କୋଟି ସେୟାରର ନୂଆ ଇସ୍ୟୁ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.