Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆହୁରୀ ଚମକିଲା ସୁନା, କିନ୍ତୁ ରୂପା ମୂଲ୍ୟରେ ହ୍ରାସ: ଜାଣନ୍ତୁ ଆଜିର ଦର
ଆଜିର ଖବର

ଆହୁରୀ ଚମକିଲା ସୁନା, କିନ୍ତୁ ରୂପା ମୂଲ୍ୟରେ ହ୍ରାସ: ଜାଣନ୍ତୁ ଆଜିର ଦର

April 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର
ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ବଜାରରେ ଅନିଶ୍ଚିତତା ମଧ୍ୟରେ କିଛି ସକରାତ୍ମକ ଚିହ୍ନ ଦେଖାଯାଉଛି। ଆମେରିକୀୟ ଡଲାରର ମଜବୁତ ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ଦ୍ଵାରା ଶୁଳ୍କ ନୀତି ନରମ ହେବା ସହିତ ବର୍ତ୍ତମାନ 10 ଗ୍ରାମ ପ୍ରତି 1 ଲକ୍ଷ ଟଙ୍କା ପହଞ୍ଚିବା ପରେ ସୁନା ମୂଲ୍ୟ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ଆସନ୍ତୁ ଜାଣିବା ଆଜି ବଜାରରେ ସୁନା ଓ ରୂପା କେଉଁ ମୂଲ୍ୟରେ ବିକ୍ରି ହେଉଛି?

MCX ରେ ସୁନା ମୂଲ୍ୟ ସକାଳ 8.20 ରେ 10 ଗ୍ରାମ ପିଛା 95,562 ଟଙ୍କାରେ ବିକ୍ରି ହେଉଛି, ଅର୍ଥାତ୍ ଏହାର ମୂଲ୍ୟରେ ପ୍ରାୟ 1240 ଟଙ୍କା ବୃଦ୍ଧି ଘଟିଛି। ଅଫିସିଆଲ୍ ୱେବସାଇଟ୍ ଅନୁଯାୟୀ, ରୂପା ଏମସିଏକ୍ସରେ 36 ଟଙ୍କା ହ୍ରାସ ହୋଇ କିଲୋଗ୍ରାମ ପ୍ରତି 97,475 ଟଙ୍କାରେ ପହଞ୍ଚିଛି।

ଇଣ୍ଡିଆନ୍ ବୁଲିଅନ୍ ଆସୋସିଏସନ୍ (ଆଇବିଏ) ଅନୁଯାୟୀ 24 କ୍ୟାରେଟ୍ ସୁନା 10 ଗ୍ରାମ ପିଛା 96,190 ଟଙ୍କା କାରବାର କରୁଥିବାବେଳେ 22 କ୍ୟାରେଟ୍ ସୁନା ମୂଲ୍ୟ 88,119 ଟଙ୍କା ରହିଛି। ସେହିଭଳି ରୂପା କିଲୋଗ୍ରାମ ପାଇଁ 88,174 ଟଙ୍କା ମୂଲ୍ୟରେ ବିକ୍ରି ହେଉଛି।

gold Gold Prices silver
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026
Latest News

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.