Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର କାର୍ଯ୍ୟାନୁଷ୍ଠାନ ଦେଖି ଡ଼ରିଗଲା ଆତଙ୍କବାଦୀ ସଂଗଠନ, ପହଲଗାମ ଆକ୍ରମଣ ଉପରେ ଦେଲା ସ୍ପଷ୍ଟୀକରଣ
ଆଜିର ଖବର

ଭାରତର କାର୍ଯ୍ୟାନୁଷ୍ଠାନ ଦେଖି ଡ଼ରିଗଲା ଆତଙ୍କବାଦୀ ସଂଗଠନ, ପହଲଗାମ ଆକ୍ରମଣ ଉପରେ ଦେଲା ସ୍ପଷ୍ଟୀକରଣ

April 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଲଶ୍କର କମାଣ୍ଡର ସଇଫୁଲ୍ଲା ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ମନା କରିଦେଇଛି। ଏହା ପରେ ଦ ରେଜିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ) ମଧ୍ୟ ଏକ ବିବୃତ୍ତି ଜାରି କରି ପହଲଗାମ ଆକ୍ରମଣରୁ ନିଜକୁ ଦୂରେଇ ରଖିଛି। ଟିଆରଏଫ ପୋଷ୍ଟ ଜାରି କରି କହିଛି ଯେ, ଦ ରେଜିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ) ପହଲଗାମ ଘଟଣାରେ ସମ୍ପୃକ୍ତ ଥିବା କଥାକୁ ଅସ୍ୱୀକାର କରିଛି। ଏହି ଆକ୍ରମଣ ପାଇଁ ଟିଆରଏଫକୁ ଦାୟୀ କରିବା ଭୁଲ ଅଟେ। ଏହା ଶୀଘ୍ର ନିଆଯାଇଥିବା ନିଷ୍ପତ୍ତି। କାଶ୍ମୀର ପ୍ରତିରୋଧକୁ ବଦନାମ କରିବା ପାଇଁ ଏହା ଏକ ସୁଚିନ୍ତିତ ଅଭିଯାନର ଏକ ଅଂଶ।

ଟିଆରଏଫ ଏହି ପୋଷ୍ଟରେ ଲେଖିଛି ଯେ, ପହଲଗାମ ଆକ୍ରମଣ ପରେ ଖୁବ ଶୀଘ୍ର ଆମ ଡିଜିଟାଲ ପ୍ଲାଟଫର୍ମରୁ ଏକ ମିଥ୍ୟା ବାର୍ତ୍ତା ପୋଷ୍ଟ କରାଯାଇଥିଲା। ଅନୁସନ୍ଧାନ ପରେ ସାଇବର ଆକ୍ରମଣ ହେତୁ ଏହା ପୋଷ୍ଟ କରାଯାଇଥିବା ଜଣାପଡିଛି। ଉଲ୍ଲଂଘନ ସ୍ଥିର କରିବାକୁ ଆମେ ସମ୍ପୂର୍ଣ୍ଣ ଅନୁସନ୍ଧାନ କରୁଛୁ। କେବଳ ଏତିକି ନୁହେଁ ଆତଙ୍କବାଦୀ ସଂଗଠନ ଏହି ସାଇବର ଆକ୍ରମଣ ପାଇଁ ଭାରତୀୟ ସୁରକ୍ଷା ଏଜେନ୍ସିଗୁଡ଼ିକୁ ମଧ୍ୟ ଦାୟୀ କରିଛି।

Breaking News Pahalgam Attack TRF
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Latest News

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.