Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଦେହାନ୍ତ
ଆଜିର ଖବର

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଦେହାନ୍ତ

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଆଜି ଅପରାହ୍ନରେ ପରଲୋକ ହୋଇଛି। ତିନି ତିନ ଥର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରହିଥିବା ଦୀକ୍ଷିତ ୮୧ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି । ଗତକାଲି ହୃଦ୍‌ଘାତ ପାଇଁ ତାଙ୍କୁ ଫର୍ଟିସ୍‌ ଏସ୍କର୍ଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ମାର୍ଚ୍ଚ ୩୧, ୧୯୩୮ରେ ପଞ୍ଜାବର କପୁରତାଲାରେ ଜନ୍ମଗ୍ରହଣ କରିଥିବା ଶୀଲା ମିରାଣ୍ଡା ବିଶ୍ବବିଦ୍ୟାଳୟରୁ ନିଜର ଶିକ୍ଷାଗତ ଯୋଗ୍ୟତା ସମାପ୍ତ କରିଥିଲେ । ୧୯୯୮ରୁ ୨୦୧୩ ମଧ୍ୟରେ ତିନିଥର ମୁଖ୍ୟମନ୍ତ୍ରୀ ରହିଥିବା ଶୀଲା ଦୀକ୍ଷିତ ଦିଲ୍ଳୀର ସର୍ବାଧିକ ସମୟ କାର୍ଯ୍ୟ କରିଥିବା ମୁଖ୍ୟମନ୍ତ୍ରୀ ଅଟନ୍ତି । ଚଳିତ ଲୋକସଭା ନିର୍ବାଚନରେ ଶୀଲା ଦିଲ୍ଲୀ କଂଗ୍ରେସର ଅଧ୍ୟକ୍ଷ ରହିଥିଲେ । ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦବୀ ବ୍ୟତୀତ ଶୀଲା କେରଳର ରାଜ୍ୟପାଳ ଭାବରେ କାର୍ଯ୍ୟ କରିଛନ୍ତି । ୨୦୧୪ମସିହାରେ ୧୧ ମାର୍ଚ୍ଚରୁ ୨୫ଅଗଷ୍ଟ ପର୍ଯ୍ୟନ୍ତ ଶୀଲା କେରଳର ୨୨ତମ ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ । ଜଣେ ବରିଷ୍ଠ ରାଜନେତ୍ରୀଙ୍କ ପରଲୋକରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ: ୮,୧୪୦ କୋଟି ମୂଲ୍ୟର ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

November 9, 2025

‘ଡଷ୍ଟବିନ୍‌ରେ VVPAT ସ୍ଲିପ୍’: ଗମ୍ଭୀର ଅଭିଯୋଗ ଆଣି ନିର୍ବାଚନ କମିଶନଙ୍କୁ ଉତ୍ତର ମାଗିଲା କଂଗ୍ରେସ

November 9, 2025

ଖଲ୍ଲିକୋଟରେ ସାଇବର ଅପରାଧ ସଚେତନତା ଶିବିର

November 9, 2025

ଦେଶରେ ଆକ୍ରମଣ ଯୋଜନା କରୁଥିବା ତିନି ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS

November 9, 2025
Latest News

ଉତ୍ତରାଖଣ୍ଡ: ୮,୧୪୦ କୋଟି ମୂଲ୍ୟର ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

November 9, 2025

‘ଡଷ୍ଟବିନ୍‌ରେ VVPAT ସ୍ଲିପ୍’: ଗମ୍ଭୀର ଅଭିଯୋଗ ଆଣି ନିର୍ବାଚନ କମିଶନଙ୍କୁ ଉତ୍ତର ମାଗିଲା କଂଗ୍ରେସ

November 9, 2025

ଖଲ୍ଲିକୋଟରେ ସାଇବର ଅପରାଧ ସଚେତନତା ଶିବିର

November 9, 2025

Mandia Dibas: ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ କେନ୍ଦ୍ର କୃଷିମନ୍ତ୍ରୀ ଶିବ ରାଜ ସିଂ ଚୌହାନ

November 9, 2025

ଦେଶରେ ଆକ୍ରମଣ ଯୋଜନା କରୁଥିବା ତିନି ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.