Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା, ସ୍ବାମୀ ମୃତ, ସ୍ତ୍ରୀ ଓ ପୁଅ ଗୁରୁତର
ଆଜିର ଖବର

ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା, ସ୍ବାମୀ ମୃତ, ସ୍ତ୍ରୀ ଓ ପୁଅ ଗୁରୁତର

April 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଦର ଥାନା
ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ବିଳମ୍ବିତ ରାତିରେ ସଦର ଥାନା ଅର୍ନ୍ତଗତ ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟି ଅଙ୍କୁଶପୁର ଗ୍ରାମର ଭଗବାନ ପାଣିଗ୍ରାହୀ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହାସହିତ ସ୍ତ୍ରୀ ଓ ପୁଅ ଦୁହେଁ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକତ୍ସିତ ହେଉଛନ୍ତି।

ସୁଚନା ଅନୁଯାୟୀ ମୃତ ଭଗବାନ ଗତକାଲି ବିଳମ୍ବିତ ରାତିରେ ସ୍ତ୍ରୀ ଓ ପୁଅ ସହ ବ୍ରହ୍ମପୁର ବୁଢ଼ୀ ଠାକୁରାଣୀ ଯାତ୍ରା ଦେଖି ନିଜ ଗ୍ରାମ ଅଙ୍କୁଶପୁର ଫେରୁଥିବା ବେଳେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ବେଳେ ଆଜି ସକାଳୁ ସ୍ଥାନୀୟ ଲୋକ ଦେଖି ଘର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ୩ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭଗବାନ ଙ୍କର ମୃତ୍ୟୁ ଘଟିଥିଲା ବେଳେ ସ୍ତ୍ରୀ ମାନସି ଓ ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଖବର ପାଇ ସଦର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ମୋଟରସାଇକେଲକୁ ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ମୃତ ଭଗବାନଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।

ବ୍ରହ୍ମପୁର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.