Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରାକୃତିକ ଦୁର୍ବିପାକ ଏବଂ ବିପର୍ଯ୍ୟୟ ପାଇଁ ରାଜ୍ୟଗୁଡିକୁ ଆର୍ଥିକ ସହାୟତା ଦେଲେ କେନ୍ଦ୍ର ସରକାର
ଆଜିର ଖବର

ପ୍ରାକୃତିକ ଦୁର୍ବିପାକ ଏବଂ ବିପର୍ଯ୍ୟୟ ପାଇଁ ରାଜ୍ୟଗୁଡିକୁ ଆର୍ଥିକ ସହାୟତା ଦେଲେ କେନ୍ଦ୍ର ସରକାର

April 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହମନ୍ତ୍ରୀ
ବିପର୍ଯ୍ୟୟ ପ୍ରଶମନ ପଦକ୍ଷେପକୁ ସୁଦୃଢ଼ କରିବା ପାଇଁ ୫୦୭.୩୭ କୋଟି ମଞ୍ଜୁର କଲେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ମସିହାରେ କୁଆପଥର ବର୍ଷା ଦ୍ୱାରା ପ୍ରଭାବିତ ମଣିପୁରକୁ ଅତିରିକ୍ତ ୧୫୩.୩୬ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା ମଞ୍ଜୁର କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଆରଫ୍) ରୁ ଏହି ସହାୟତା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଆରଏଫ୍) ରେ ଉପଲବ୍ଧ ବର୍ଷର ପ୍ରାରମ୍ଭିକ ବଳକା ଅର୍ଥର ୫୦ ପ୍ରତିଶତରେ ସମଯୋଜନ ହେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ପ୍ରାକୃତିକ ଦୁର୍ବିପାକ ଏବଂ ବିପର୍ଯ୍ୟୟ ସମୟରେ ରାଜ୍ୟ ସରକାରଙ୍କ ସହିତ କାନ୍ଧରେ କାନ୍ଧ ମିଶାଇ ଠିଆ ହୋଇଛନ୍ତି।

ଏହି ଅତିରିକ୍ତ ସହାୟତା କେନ୍ଦ୍ର ଦ୍ୱାରା ରାଜ୍ୟଗୁଡ଼ିକୁ ଜାରି କରାଯାଇଥିବା ଏସଡିଆରଏଫ୍ ପାଣ୍ଠିର ଅତିରିକ୍ତ ଅଟେ, ଯାହା ପୂର୍ବରୁ ରାଜ୍ୟମାନଙ୍କ ପାଖରେ ଉପଲବ୍ଧ ରହିଛି। ଆର୍ଥିକ ବର୍ଷ ୨୦୨୪-୨୫ ରେ, କେନ୍ଦ୍ର ସରକାର ଏସଡିଆରଏଫ୍‍ ଅଧୀନରେ ୨୮ ଟି ରାଜ୍ୟକୁ ୨୦,୨୬୪.୪୦ କୋଟି ଟଙ୍କା ମଂଜୁର କରିଛନ୍ତି ଏବଂ ଏନଡିଆରଏଫ୍‍ ଅଧିନରେ ୧୯ଟି ରାଜ୍ୟକୁ ୫୧୬୦.୭୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଅତିରିକ୍ତ ଭାବେ ୧୯ଟି ରାଜ୍ୟକୁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଏମଏଫ୍) ରୁ ୪୯୮୪.୨୫ କୋଟି ଟଙ୍କା ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଏମଏଫ୍) ରୁ ୮ଟି ରାଜ୍ୟକୁ ୭୧୯.୭୨ କୋଟି ଟଙ୍କା ମଧ୍ୟ ପ୍ରଦାନ କରାଯାଇଛି।

ସେହିଭଳି ବର୍ତ୍ତମାନ ସୁଦ୍ଧା ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର  ଏସଡିଆରଏଫ୍ ଅଧୀନରେ ଗୋଟିଏ ରାଜ୍ୟକୁ  ୮୯୫.୬୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ଏବଂ ୭ଟି ରାଜ୍ୟକୁ ଏନଡିଆରଏଫ୍ ଅଧୀନରେ ୯୨୯.୬୩୩ କୋଟି ଟଙ୍କା ପ୍ରଦାନ କରିଛନ୍ତି।

ଅମିତ ଶାହ କୁଆପଥର ବର୍ଷା ନରେନ୍ଦ୍ର ମୋଦୀ ମଣିପୁର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.