Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Akshaya Tritiya in Puri: ଆଜି ଅକ୍ଷୟ ତୃତୀୟାରେ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ
ଆଜିର ଖବର

Akshaya Tritiya in Puri: ଆଜି ଅକ୍ଷୟ ତୃତୀୟାରେ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ

April 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

Akshaya Tritiya in Puri: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହିଦିନ ସମସ୍ତ କାର୍ଯ୍ୟର ଶୁଭାରମ୍ଭ କରାଯାଇଥାଏ। ସେଥିପାଇଁ ଏହି ପବିତ୍ର ଦିନରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ଏଥିସହିତ ଆଜି ଚନ୍ଦନ ଯାତ୍ରାର ମଧ୍ୟ ଆରମ୍ଭ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି।

ରଥ ଖଳାରେ ତିନୋଟି ୧୨ ଫୁଟିଆ କାଠ ରଖାଯାଇ ପୂଜାର୍ଚ୍ଚନା ପରେ ବିଶ୍ଵକର୍ମା ମହାରଣା ସୁନା ଓ ରୂପା କୁରାଢ଼ୀ ସ୍ପର୍ଶ କରି ତିନି ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିବେ। ପ୍ରଥମେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ଚଳନ୍ତି ପ୍ରତିମା ବିମାନରେ ବିଜେ କରିବେ। ବିମାନରେ ଯିବା ସମୟରେ ରଥଖଳାରେ ତିନୋଟି ଆଜ୍ଞାମାଳ ତିନି କାଠରେ ଲାଗି କରାଯିବ। ପରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ବିମାନରେ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ବିଜେ କରିବା ପରେ ଦିନ ଚାପ ଓ ରାତି ଚାପ ଅନୁଷ୍ଠିତ ହେବ।

Akshaya Tritiya 2024 ଅକ୍ଷୟ ତୃତୀୟା ପୁରୀରେ ଅକ୍ଷୟ ତୃତୀୟା
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.