Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଗାମୀ ଜନଗଣନାରେ ଜାତି ଗଣନାକୁ ଅନ୍ତର୍ଭୁକ୍ତ କରିବାର ନିଷ୍ପତ୍ତିକୁ ପ୍ରଶଂସା କଲେ କେନ୍ଦ୍ର ଗୃହ ମନ୍ତ୍ରୀ
ଆଜିର ଖବର

ଆଗାମୀ ଜନଗଣନାରେ ଜାତି ଗଣନାକୁ ଅନ୍ତର୍ଭୁକ୍ତ କରିବାର ନିଷ୍ପତ୍ତିକୁ ପ୍ରଶଂସା କଲେ କେନ୍ଦ୍ର ଗୃହ ମନ୍ତ୍ରୀ

May 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରାଜନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିପିଏ) ଆଗାମୀ ଜନଗଣନାରେ ଜାତି ଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ନେଇଥିବା ନିଷ୍ପତ୍ତିକୁ ସାମାଜିକ ନ୍ୟାୟ ପ୍ରତି ମୋଦୀ ସରକାରଙ୍କ ଐତିହାସିକ ନିର୍ଣ୍ଣୟ ଭାବେ ଅଭିହିତ କରି ଏହାକୁ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ପ୍ରଶଂସା କରିଛନ୍ତି।

କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ନେତୃତ୍ୱରେ ଅନୁଷ୍ଠିତ ସିସିପିଏ ବୈଠକ ଆଜି ଜନଗଣନା ସହିତ ଜାତି ଗଣନାର ଏକୀକରଣ ସପକ୍ଷରେ ନିଷ୍ପତ୍ତି ନେଇ ଏକ ଐତିହାସିକ ଭୁଲକୁ ସଂଶୋଧନ କରିଛି ଏବଂ ସମାଜର ପ୍ରତ୍ୟେକ ବିଭାଗ ପାଇଁ ସାମାଜିକ ସମାନତା ତଥା ଅଧିକାର ପ୍ରତି ଏହାର ଦୃଢ ପ୍ରତିବଦ୍ଧତାର ବାର୍ତ୍ତା ଦେଇଛି।

ଶ୍ରୀ ଅମିତ ଶାହ କହିଛନ୍ତି ଯେ କଂଗ୍ରେସ ଏବଂ ଏହାର ସହଯୋଗୀ ଦଳଗୁଡ଼ିକ ଦଶନ୍ଧି ଧରି କ୍ଷମତାରେ ଥିବା ସମୟରେ ଜାତି ଗଣନାକୁ ବିରୋଧ କରିଥିଲେ କିନ୍ତୁ ବିରୋଧୀ ଦଳରେ ଥିବା ସମୟରେ ଏହାକୁ ନିଜର ନିର୍ବାଚନୀ  ପ୍ରସଙ୍ଗ କରିଥିଲେ। ଏହି ନିଷ୍ପତ୍ତି ସମସ୍ତ ଆର୍ଥିକ ଏବଂ ସାମାଜିକ ଭାବରେ ପଛୁଆ ବର୍ଗକୁ ସଶକ୍ତ କରିବ, ଅନ୍ତର୍ଭୁକ୍ତିକୁ ପ୍ରୋତ୍ସାହିତ କରିବ ଏବଂ ଅବହେଳିତଙ୍କ ପ୍ରଗତି ପାଇଁ ନୂତନ ପଥ ପ୍ରଶସ୍ତ କରିବ।

ଅମିତ ଶାହ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କଲେ କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ସିସିପିଏ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ

August 19, 2025

ମିସ୍ ୟୁନିଭର୍ସ ଇଣ୍ଡିଆ 2025 ଟାଇଟଲ୍ ଜିତିଲେ ମନିକା ବିଶ୍ୱକର୍ମା: ଜାଣନ୍ତୁ ସେ କିଏ?

August 19, 2025

ଦେଶକୁ ଦୁଇଥର ବିଭାଜିତ କରିଥିଲେ ନେହେରୁ: କଂଗ୍ରେସ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆକ୍ରମଣ

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବି ସୁଦର୍ଶନ ରେଡ୍ଡୀ ହେବେ ବିରୋଧୀ ଦଳର ପ୍ରାର୍ଥୀ

August 19, 2025
Latest News

୨୦୨୫ ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ

August 19, 2025

ମିସ୍ ୟୁନିଭର୍ସ ଇଣ୍ଡିଆ 2025 ଟାଇଟଲ୍ ଜିତିଲେ ମନିକା ବିଶ୍ୱକର୍ମା: ଜାଣନ୍ତୁ ସେ କିଏ?

August 19, 2025

ଦେଶକୁ ଦୁଇଥର ବିଭାଜିତ କରିଥିଲେ ନେହେରୁ: କଂଗ୍ରେସ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆକ୍ରମଣ

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବି ସୁଦର୍ଶନ ରେଡ୍ଡୀ ହେବେ ବିରୋଧୀ ଦଳର ପ୍ରାର୍ଥୀ

August 19, 2025

ବିମାନ ଉଡ଼ାଣ ପୂର୍ବରୁ ବେଙ୍ଗାଲୁରୁ ବିମାନବନ୍ଦରରେ ଚେତାଶୂନ୍ୟ ହେଲେ ପାଇଲଟ୍

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.