Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ସୋମବାରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି, କରନ୍ତୁ ଅନଲାଇନ ପଞ୍ଜୀକରଣ
ଆଜିର ଖବର

ଆସନ୍ତା ସୋମବାରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି, କରନ୍ତୁ ଅନଲାଇନ ପଞ୍ଜୀକରଣ

May 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ସୋମବାରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି, କରନ୍ତୁ ଅନଲାଇନ ପଞ୍ଜୀକରଣ

ଭୁବନେଶ୍ବର: ଆସନ୍ତା  ମଇ  ୫ ତାରିଖ ସୋମବାର ସମସ୍ତ ଜିଲ୍ଲାରେ  ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ମଇ ୨ ତାରିଖ ଦିବା  ୧୧ ଘଟିକା ଠାରୁ ଆରମ୍ଭ ହେବ ।

ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି  ପୋର୍ଟାଲ (https://janasunani.odisha.gov.in/) ବ୍ୟବହାର କରି ସଂପୃକ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଜଣାଇପାରିବେ । ଏତଦ୍ ଭିନ୍ନ, ଅଣପଞ୍ଜୀକୃତ ଆବେଦନକାରୀମାନଙ୍କର ଅଭିଯୋଗପତ୍ରଗୁଡିକୁ ମଧ୍ୟ ଯୁଗ୍ମ ଶୁଣାଣି ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ ।

ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି l

ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.