Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫଳାଫଳ ତାଲିକା: ଆଙ୍ଗୋଲା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
ଆଜିର ଖବର

ଫଳାଫଳ ତାଲିକା: ଆଙ୍ଗୋଲା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ

May 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଙ୍ଗୋଲା ରାଷ୍ଟ୍ରପତିଙ୍କ ଭାରତ ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବା ସହ ଉଭୟ ଦେଶ ମଧ୍ୟରେ ବିଭିନ୍ନ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

ବୁଝାମଣାପତ୍ର / ଚୁକ୍ତିନାମା:

– ଆୟୁର୍ବେଦ ଏବଂ ଅନ୍ୟାନ୍ୟ ପାରମ୍ପରିକ ଔଷଧ ପ୍ରଣାଳୀ କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର।

– କୃଷି କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର।

2025-29 ଅବଧି ପାଇଁ ସଂସ୍କୃତି କ୍ଷେତ୍ରରେ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ସହଯୋଗ କାର୍ଯ୍ୟକ୍ରମ

– ଆଙ୍ଗୋଲା ଅନ୍ତର୍ଜାତୀୟ ସୋଲାର ଆଲାଏନ୍ସ (ଆଇଏସଏ) ଫ୍ରେମୱାର୍କ ଚୁକ୍ତିନାମାରେ ସ୍ୱାକ୍ଷର କରିଛି ଏବଂ ଆଇଏସଏ ର 123ତମ ସଦସ୍ୟ ହୋଇଛି।

– ପ୍ରତିରକ୍ଷା କ୍ରୟ ପାଇଁ 200 ନିୟୁତ ଆମେରିକୀୟ ଡଲାରର ଏଲଓସି ପାଇଁ ଆଙ୍ଗୋଲାର ଅନୁରୋଧକୁ ଭାରତ ସରକାର ମଞ୍ଜୁର କରିଛନ୍ତି।

ନରେନ୍ଦ୍ର ମୋଦୀ ବୁଝାମଣାପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.