Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଗୁଳରେ 8 ବର୍ଷର ବାଳିକାକୁ ଦୁଷ୍କର୍ମ
ଆଜିର ଖବର

ଅନୁଗୁଳରେ 8 ବର୍ଷର ବାଳିକାକୁ ଦୁଷ୍କର୍ମ

July 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଦିନକୁକ ଦିନ ଧର୍ଷଣ ବୃଦ୍ଧି ପାଉଛି । ଆଜି ଅନୁଗୁଳରେ ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ଅନୁଗୁଳରେ ଜନୈକା 8 ବର୍ଷୀୟ ବାଳିକାକୁ ଦୁଷ୍କର୍ମ କରାଯାଇଛି । ମୂମୁର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ ପୀଡିତାଙ୍କୁ ଅନୁଗୁଳ ଜିଲ୍ଳା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନୁଗୁଳ ବସ୍‌ଷ୍ଟାଣ୍ଡର ଆହାର କେନ୍ଦ୍ର ନିକଟରେ ରହିଥିବା ଅଳିଆ ଗଦାରୁ ପୀଡିତାଙ୍କୁ ଉଦ୍ଧାର କରାଯାଇଛି । ବାଳିକା ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରାଯାଇଥିବାର ଆଶଙ୍କା କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.