Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ଚାଇଲଡ଼ି ଟ୍ରାକିଙ୍ଗ ସର୍ଭେ କାର୍ଯ୍ୟ ପରିଦର୍ଶନ କଲେ ଯୁଗ୍ମ ନିର୍ଦ୍ଦେଶିକା
ଆଜିର ଖବର

ରଣପୁରରେ ଚାଇଲଡ଼ି ଟ୍ରାକିଙ୍ଗ ସର୍ଭେ କାର୍ଯ୍ୟ ପରିଦର୍ଶନ କଲେ ଯୁଗ୍ମ ନିର୍ଦ୍ଦେଶିକା

May 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ଚାଲିଥିବା ଚାଇଲଡ଼ି ଟ୍ରାକିଙ୍ଗ ସର୍ଭେ (CTS) କାର୍ଯ୍ୟର ବ୍ୟବସ୍ଥାପନା ଓ ପ୍ରଗତିକୁ ନିଜେ ଘୁରି ଦେଖିଲେ ରାଜ୍ୟ ସରକାରଙ୍କ ଯୁଗ୍ମ ନିର୍ଦ୍ଦେଶିକା ରାଜଶ୍ରୀ ପଟ୍ଟନାୟକ। ଏହି ପରିଦର୍ଶନ ସମୟରେ ନୟାଗଡ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା ଓ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ ମଧ୍ୟ ଉପସ୍ଥିତ ରହି ସ୍ଥାନୀୟ ଅଞ୍ଚଳରେ ହେଉଥିବା ସର୍ଭେ କାର୍ଯ୍ୟକୁ ନିରୀକ୍ଷଣ କରିଥିଲେ।

ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ପଟ୍ଟନାୟକ ଏହି ବିଷୟରେ ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ସହିତ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ। ସେମାନେ ଏହି କାର୍ଯ୍ୟକୁ ଏକ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ସଂପର୍କିତ ଉଦ୍ୟମ ବୋଲି ବିବେଚନା କରି ସମ୍ପୂର୍ଣ୍ଣ ସହଯୋଗ ଦେବା ପ୍ରତିଶ୍ରୁତି ଦେଇଛନ୍ତି।

ସର୍ଭେ ମାଧ୍ୟମରେ ବିଦ୍ୟାଳୟରୁ ବିଚ୍ଛିନ୍ନ ହୋଇଥିବା ଶିଶୁମାନଙ୍କ ତଥ୍ୟ ସଂଗ୍ରହ କରି ସେମାନଙ୍କୁ ପୁଣି ପାଠପଢ଼ି ଆଣିବା ପାଇଁ ପ୍ରୟାସ ଚାଲିଛି। ଏହି କାର୍ଯ୍ୟରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନେ ନିୟୋଜିତ ହୋଇଛନ୍ତି। ସେମାନେ ଘରକୁ ଘରକୁ ବୁଲି ତଥ୍ୟ ସଂଗ୍ରହ କରି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ସର୍ଭେ କରୁଛନ୍ତି।

ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଆଇନ୍ ମନ୍ତ୍ରୀଙ୍କୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ

October 17, 2026
Latest News

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.