Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଲାଟେନ୍ଦୁ ଶତପଥି ହେଲେ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ
ଆଜିର ଖବର

ଲଲାଟେନ୍ଦୁ ଶତପଥି ହେଲେ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ

May 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଲଲାଟେନ୍ଦୁ ଶତପଥି ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ମଙ୍ଗଳବାର ଏଆଇସିସି ପକ୍ଷରୁ ଏହା ଘୋଷଣା କରାଯାଇଛି। ଏଆଇସିସି ର ସାଧାରଣ ସମ୍ପାଦକ ତଥା ସାଂସଦ କେସି ଭେଣୁଗୋପାଳଙ୍କ ଦ୍ଵାରା ଏହା ଘୋଷଣା କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଲଲାଟେନ୍ଦୁ ଭାରତୀୟ ଜନତା ପାର୍ଟିର ଆଇଟି ଓ ସୋସିଆଲ ମିଡ଼ିଆ କନଭେନର, ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ଓ ମେଡ଼ିଆ ପ୍ୟାନେଲିଷ୍ଟ ଭଳି ଗୁରୁ ଦାଇତ୍ୱ ନିର୍ବାହ କରୁଥିଲେ। କିନ୍ତୁ ୨୦୧୯ ସାଧାରଣ ନିର୍ବାଚନରେ ଦଳ ଉପରେ ଅସନ୍ତୋଷ ହୋଇ ସ୍ଵାଧୀନ ପ୍ରାର୍ଥୀ ଭାବେ ସେ ବିଧାନସଭା ନିର୍ବାଚନ ଲଢିଥିଲେ।

ତେବେ ସେ ଫେବୃୟାରୀ ୧ ତାରିଖ ୨୦୨୪ ରେ କଂଗ୍ରେସରେ ସାମିଲ ହୋଇଥିଲେ। କିନ୍ତୁ କଂଗ୍ରେସରେ ସାମିଲ ହେବା ମାତ୍ରେ ତାଙ୍କୁ ରାଜ୍ୟ କଂଗ୍ରେସ ନିର୍ବାଚନ ଉପାଧ୍ୟକ୍ଷ ଭାବେ ଦାଇତ୍ୱ ଦିଆଯାଇଥିଲା।

ତେବେ ସାମାଜିକ ଗଣମାଧ୍ୟମରେ କଂଗ୍ରେସ ଦୁର୍ବଳ ମନେହେଉଥିବା ବେଳେ ଲଲାଟେନ୍ଦୁଙ୍କ ଅଭିଜ୍ଞତା ଦଳକୁ ବଳ ମିଳିବ ବୋଲି ଚର୍ଚ୍ଚା ହେଉଛି। କଂଗ୍ରେସ ପକ୍ଷରୁ ତାଙ୍କୁ ଏହି ବଡ ଦାୟିତ୍ଵ ମିଳିଥିବାରୁ ତାଙ୍କର ପ୍ରଶଂସକମାନେ ଖୁସି ବ୍ୟକ୍ତ କରିଛନ୍ତି।

ଓଡିଶା ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026

ଓଡ଼ିଶାର ଜଣେ ମୁଖ୍ୟ ମାଓ କମାଣ୍ଡର ସମେତ ୧୫ ମାଓ କ୍ୟାଡରଙ୍କ ଆତ୍ମସମର୍ପଣ

February 7, 2026

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026
Latest News

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026

ଓଡ଼ିଶାର ଜଣେ ମୁଖ୍ୟ ମାଓ କମାଣ୍ଡର ସମେତ ୧୫ ମାଓ କ୍ୟାଡରଙ୍କ ଆତ୍ମସମର୍ପଣ

February 7, 2026

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.