Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରେସନ ସିନ୍ଦୁର ଉପରେ ଏମିତି କ’ଣ କହିଲେ ପୂର୍ବତନ ସେନା ମୁଖ୍ୟ?: ପାକିସ୍ତାନର ବଢିଲା ଟେନସନ
ଆଜିର ଖବର

ଅପରେସନ ସିନ୍ଦୁର ଉପରେ ଏମିତି କ’ଣ କହିଲେ ପୂର୍ବତନ ସେନା ମୁଖ୍ୟ?: ପାକିସ୍ତାନର ବଢିଲା ଟେନସନ

May 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଦେଇ, ଭାରତୀୟ ସେନା କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବା, ଜୈଶ-ଏ-ମହମ୍ମଦ ଏବଂ ହିଜବୁଲ ମୁଜାହିଦ୍ଦିନର ଆଡ୍ଡାଗୁଡ଼ିକୁ ଧ୍ୱଂସ କରିଦେଇଛି। ଏହି ବିଷୟରେ ପୂର୍ବତନ ସେନା ମୁଖ୍ୟ ମନୋଜ ନରବଣେ କହିଛନ୍ତି ଯେ, ପିକ୍ଚର ଏବେ ବି ବାକି ଅଛି।

ପୂର୍ବତନ ସେନାମୁଖ୍ୟ ସୂଚିତ କରିଛନ୍ତି ଯେ, ଯଦି ପାକିସ୍ତାନ ଭାରତରେ ସାମରିକ ପ୍ରତିଷ୍ଠାନଗୁଡ଼ିକୁ ଟାର୍ଗେଟ କରି ବିବାଦକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଏ, ତେବେ ଏପରି ଆହୁରି ଆକ୍ରମଣ ସମ୍ଭବ। ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ୨୬ ଜଣ ସାଧାରଣ ନାଗରିକଙ୍କ ନିର୍ମମ ହତ୍ୟାକାଣ୍ଡ ପରେ ଏକ ସାହସିକ ଏବଂ ସୁଚିନ୍ତିତ ପ୍ରତିଶୋଧ ସ୍ୱରୂପ, ଭାରତ ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନୀ ଅଞ୍ଚଳ ଭିତରକୁ ଏକ ବିଶାଳ ସାମରିକ ଅଭିଯାନ ଆରମ୍ଭ କରିଥିଲା।

ରାତିର ଅନ୍ଧାରରେ କରାଯାଇଥିବା ଏହି ଅପରେସନରେ, ଭାରତୀୟ ବାୟୁସେନା କ୍ଷେପଣାସ୍ତ୍ର ସାହାଯ୍ୟରେ ନଅଟି ପ୍ରମୁଖ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଥିଲା। ଏହି ସ୍ଥାନଗୁଡ଼ିକୁ ଆତଙ୍କବାଦୀ କାର୍ଯ୍ୟକଳାପର କେନ୍ଦ୍ର ଭାବରେ ବିବେଚନା କରାଯାଉଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ପହଲଗାମ ଆତଙ୍କବାଦୀ ଆକ୍ରମଣର ଏକ ସଠିକ ଏବଂ ସଂଯମ ଜବାବ ଭାବରେ ଅପରେସନ ସିନ୍ଦୁରକୁ ବର୍ଣ୍ଣନା କରିଛି।

Breaking News indian army Manoj Narvane OPERATION SINDOOR pakistan terrorist
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ହୋଟେଲ ବୁକିଂ ଜାଲିଆତି ଘଟଣା: ରାଜସ୍ଥାନର ଦୁଇ ଅପରାଧୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

July 22, 2025

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025
Latest News

ପୁରୀ ହୋଟେଲ ବୁକିଂ ଜାଲିଆତି ଘଟଣା: ରାଜସ୍ଥାନର ଦୁଇ ଅପରାଧୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

July 22, 2025

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.