Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଜାତୀୟ ରାଜପଥରେ ସୁନା ବ୍ୟବସାୟୀଙ୍କୁ ଗୁଳିମାଡ଼: ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ଆଜିର ଖବର

ବାଲୁଗାଁ ଜାତୀୟ ରାଜପଥରେ ସୁନା ବ୍ୟବସାୟୀଙ୍କୁ ଗୁଳିମାଡ଼: ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

May 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥରେ ସୁନା ବ୍ୟବସାୟୀଙ୍କୁ ଗୁଳିମାଡ଼ କରାଯାଇଛି। ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଅଳଙ୍କାର ଲୁଟିନେଇଥିବା ଜଣାପଡିଛି।

ସୂଚନା ମୁତାବକ ଆଜି ସକାଳେ ସ୍ଥାନୀୟ ଉମାକାନ୍ତପୁରର ଜନୈକ ସୁନା ବ୍ୟବସାୟୀ ଯିଏ ବାଲୁଗାଁ ବଜାରରେ ଏକ ସୁନା ଦୋକାନ କରିଛନ୍ତି, ସେ ବେପାର ଉଦ୍ଦେଶ୍ୟରେ ଅଳଙ୍କାର ନେଇ ବାଲୁଗାଁ ବାଣପୁର ଅଭିମୁଖେ ଯାଉଥିବା ବେଳେ ନିମିକ୍ଷେତା ଓଭରବ୍ରିଜ ନିକଟରେ ପୂର୍ବରୁ ଛକି ରହିଥିବା ଦୁର୍ବୁତ୍ତ ବେପାରୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ବେପାରି ଗୁଳିରେ ଆହତ ହୋଇ ତଳେ ପଡିଯାଇଥିଲେ। ତାଙ୍କ ଦେହରେ ଦୁଇଟି ଗୁଳି ବାଜିଥିବା ସୂଚନା ମିଳିଛି। ଏବଂ ଦୁର୍ବୁତ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

ଖବର ପାଇ ସଙ୍ଗେସଙ୍ଗେ ବାଲୁଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ସୁନା ବେପାରୀଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ କୁ ସ୍ଥାନାନ୍ତରିତ କରିଛି। ଅପରପକ୍ଷରେ ଘଟଣାର ତଦନ୍ତ ଆରମ୍ଭ ହୋଇଯାଇଥିବା ବାଲୁଗାଁ ଆଇଆଇସି ଜୟପ୍ରକାଶ ପରିଡ଼ା ସୂଚନା ଦେଇଛନ୍ତି।

ଜାତୀୟ ରାଜପଥ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.