Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟ୍‌ସ ଆତଙ୍କ : ମୃତ୍ୟୁ ସଂଖ୍ୟ ୧୦୧କୁ ବୃଦ୍ଧି
ଆଜିର ଖବର

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟ୍‌ସ ଆତଙ୍କ : ମୃତ୍ୟୁ ସଂଖ୍ୟ ୧୦୧କୁ ବୃଦ୍ଧି

July 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟ୍‌ସର ଆତଙ୍କ ଦେଖିବାକୁ ମିଳିଛି । ବିଗତ ତିନି ଦିନ ମଧ୍ୟରେ ଆସାମରେ ଏହି ରୋଗରେ ମୃତ୍ୟୁ ସଂଖ୍ୟା ୧୦୧ରେ ପହଞ୍ଚିଛି । ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରକାଶ ପାଇଛି । ଏହି ରୋଗରେ ପୀଡିତଙ୍କ ସଂଖ୍ୟା ୪୩୯ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟ ତ୍ବରିତ ଗତିରେ ବଢି ଚାଲିଛି । ରବିବାର ମିଳିଥିବା ସୂଚନା ଅନୁଯାୟୀ ଉଦାଲଗିରି, ବକ୍ସାଳ ଗୋଲଘାଟ ଏବଂ କୋବୋଇ ଜିଲ୍ଲାରେ ଏହି ରୋଗ ଭୟଙ୍କର ଭାବରେ ବ୍ୟାପୁଛି । ବିଭିନ୍ନ ଡାକ୍ତରଖାନା ଏବଂ କ୍ୟାମ୍ପରେ ଚିକିତ୍ସା ଚାଲିଥିବା ନେଇ ଆସାମ ସରକାରଙ୍କ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, ଜାନୁୟାରୀ ପରଠାରୁ ଆସାମରେ ଏନସେଫାଲାଇଟ୍‌ସ ମୃତ୍ୟୁ ସଂଖ୍ୟା ୨୨୨ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.