Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳ ଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର
ଆଜିର ଖବର

ରେଳ ଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

May 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର
ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସ୍ଥାନୀୟ ଆଙ୍କୁଲି ଶିଳ୍ପାଞ୍ଚଳ ଇନ୍ଦିରା ନଗର ଝାମି ମନ୍ଦିର ନିକଟ ରେଳ ଧାରଣାରେ ଦେହରୁ ମୁଣ୍ଡ ଓ ହାତ ଅଲଗା ଏକ ମୃତ ଦେହ ପଡିଥିବା ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ନିମଖଣ୍ଡି ଥାନା ଅର୍ନ୍ତଗତ ଝାଡାଙ୍କୁଲି ଗ୍ରାମର ବୁବେଇ ବେହେରା। ଖବର ପାଇ ରେଲୱେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ତା’ ପାଖରୁ ଏକ ମୋବାଇଲ ଫୋନ ଓ ଟ୍ରେନ ଟିକେଟ ପାଇ ତାର ପରିଚୟ ଜାଣିବା ପରେ ଘର ଲୋକଙ୍କୁ ଖବର ଜଣାଇଥିଲେ।

ଖବର ପାଇ ବୁବେଇ ର ଶଳା ଶ୍ରୀଧର ବେହେରା ଓ ସ୍ତ୍ରୀ ପହଞ୍ଚି ଶବ ଚିହ୍ନଟ କରିଥିଲେ ଓ ପୋଲିସ ୪୩/୨୫ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ଖଣ୍ଡ ବିଖଣ୍ଡିତ ମୃତଦେହ ନିମଖଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.