Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସବୁ ବୁଥ୍‌ରେ ହୋଇଛି ହେରଫେର, ପ୍ରିଜାଇଡିଂ ଅଫିସର ସମ୍ପୃକ୍ତ : ଲେଖାଶ୍ରୀ ସାମନ୍ତସିଂହାର
ଆଜିର ଖବର

ସବୁ ବୁଥ୍‌ରେ ହୋଇଛି ହେରଫେର, ପ୍ରିଜାଇଡିଂ ଅଫିସର ସମ୍ପୃକ୍ତ : ଲେଖାଶ୍ରୀ ସାମନ୍ତସିଂହାର

July 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ସରିଯାଇଥିବାବେଳେ ଏନେଇ ବିଜେପି ଏକ ପ୍ରେସ୍‌ମିଟ୍‌ କରି ବୁଥ୍‌ରେ ହେରଫେର ହୋଇଥିବାର ଅଭିଯୋଗ ଆଣିଛି । ବିଜେପିର ଲେଖାଶ୍ରୀ ସାମନ୍ତ ସିଂହାର ଏନେଇ ଶାସକ ଦଳ ଉପରେ ବର୍ଷିଛନ୍ତି । ସବୁ ବୁଥ୍‌ରେ ହେରଫେର ହୋଇଥିବାବେଳେ ଏଥିରେ ପ୍ରିଜାଇଡିଂ ଅଫିସର୍‌ ସମ୍ପୃକ୍ତ ରହିଛନ୍ତି ବୋଲି ଅଭିଯୋଗ କରିଛନ୍ତି । ପ୍ରିଜାଇଡିଂ ଅଫିସରଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କହିଛନ୍ତି ଲେଖାଶ୍ରୀ । ସେହିପରି ଏହି ଘଟଣାର ଇସିଆଇ ତଦନ୍ତ କରନ୍ତୁ । ଏଥିପାଇଁ ବିଜେପି ସିଇଓଙ୍କ ନିକଟରେ ଫେରାଦ ହେବ ବୋଲି ଲେଖାଶ୍ରୀ କହିଛନ୍ତି । ପାଟକୁରାରେ ବିଜୟ ମହାପାତ୍ରଙ୍କର ବିଜୟ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଲେଖାଶ୍ରୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Latest News

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.