ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ!: ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

Published: May 10, 2025, 4:34 pm IST

ନୂଆଦିଲ୍ଲୀ: ପାକିସ୍ତାନର ବିଫଳ ଆକ୍ରମଣ ପ୍ରୟାସ ମଧ୍ୟରେ ଭାରତ ସରକାର ଆଜି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନକୁ ସ୍ପଷ୍ଟ ବାର୍ତ୍ତା ଦେଇ କୁହାଯାଇଛି ଯେ, ଯଦି ଭାରତରେ କୌଣସି ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ ଯୁଦ୍ଧ ଭାବରେ ବିବେଚନା କରାଯିବ। ଏହା ସହିତ ଏପରି ଯେକୌଣସି କାର୍ଯ୍ୟର ଉଚିତ ଜବାବ ଦିଆଯିବ।

Related posts